Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 1:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି ସେସମୟରେ ମୁଁ ତୁମ୍ଭମାନଙ୍କୁ କହିଲି, “ମୁଁ ଏକାକୀ ତୁମ୍ଭମାନଙ୍କ ଭାର ବହିବାକୁ ଅସମର୍ଥ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପୁଣି ସେସମୟରେ ମୁଁ ତୁମ୍ଭମାନଙ୍କୁ କହିଲି, ମୁଁ ଏକାକୀ ତୁମ୍ଭମାନଙ୍କ ଭାର ବହିବାକୁ ଅସମର୍ଥ;

Gade chapit la Kopi

ଓଡିଆ ବାଇବେଲ

9 ପୁଣି ସେସମୟରେ ମୁଁ ତୁମ୍ଭମାନଙ୍କୁ କହିଲି, “ମୁଁ ଏକାକୀ ତୁମ୍ଭମାନଙ୍କ ଭାର ବହିବାକୁ ଅସମର୍ଥ;

Gade chapit la Kopi

ପବିତ୍ର ବାଇବଲ

9 ମୋଶା କହିଲେ, “ସେ ସମୟରେ ମୁଁ ତୁମ୍ଭମାନଙ୍କୁ କହିଲି, ‘ମୁଁ ଏକା ତୁମ୍ଭମାନଙ୍କର ଭଲ ମନ୍ଦ ବୁଝିପାରିବି ନାହିଁ।

Gade chapit la Kopi




ଦ୍ଵିତୀୟ ବିବରଣ 1:9
5 Referans Kwoze  

ତୁମ୍ଭେ ଓ ତୁମ୍ଭ ସଙ୍ଗୀ ଏହି ଲୋକମାନେ ଦୁହେଁ ନିଶ୍ଚୟ କ୍ଷୀଣ ହୋଇଯିବ; କାରଣ ଏ କାର୍ଯ୍ୟ ତୁମ୍ଭ ନିମନ୍ତେ ଅତି ଭାରୀ; ତୁମ୍ଭେ ଏକାକୀ ଏହା ସାଧନ କରି ନ ପାର।


ତହିଁରେ ଆମ୍ଭେ ସେହି ସ୍ଥାନକୁ ଓହ୍ଲାଇ ଆସି ତୁମ୍ଭ ସଙ୍ଗେ କଥା କହିବା ଓ ତୁମ୍ଭଠାରେ ଯେଉଁ ଆତ୍ମା ଅଛି, ତହିଁରୁ ନେଇ ସେମାନଙ୍କୁ ଦେବା; ତହିଁରେ ତୁମ୍ଭେ ଯେପରି ଏକାକୀ ଲୋକମାନଙ୍କର ଭାର ନ ବହିବ, ଏଥିପାଇଁ ସେମାନେ ତୁମ୍ଭ ସହିତ ଲୋକମାନଙ୍କର ଭାର ବହିବେ।


ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁରଙ୍କ କଥାରେ ମନୋଯୋଗ କରି ତାଙ୍କର ବାକ୍ୟାନୁସାରେ ସବୁ କର୍ମ କଲେ।


ଏଉତ୍ତାରୁ ନଗରର ପ୍ରାଚୀନମାନେ ସେହି ପୁରୁଷକୁ ଧରି ଶାସ୍ତି ଦେବେ।


Swiv nou:

Piblisite


Piblisite