ଦ୍ଵିତୀୟ ବିବରଣ 10:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଥିଉତ୍ତାରେ ସଦାପ୍ରଭୁ ମୋତେ କହିଲେ, “ଉଠ, ଯାତ୍ରା ନିମନ୍ତେ ଲୋକମାନଙ୍କର ଅଗ୍ରଗାମୀ ହୁଅ; ପୁଣି ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ନିମନ୍ତେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛୁ, ସେମାନେ ସେହି ଦେଶରେ ପ୍ରବେଶ କରି ତାହା ଅଧିକାର କରିବେ।” Gade chapit laପବିତ୍ର ବାଇବଲ (Re-edited) - (BSI)11 ଅନନ୍ତର ସଦାପ୍ରଭୁ ମୋତେ କହିଲେ, ଉଠ, ଯାତ୍ରା ନିମନ୍ତେ ଲୋକମାନଙ୍କର ଅଗ୍ରଗାମୀ ହୁଅ; ପୁଣି ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ନିମନ୍ତେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛୁ, ସେମାନେ ସେହି ଦେଶରେ ପ୍ରବେଶ କରି ତାହା ଅଧିକାର କରିବେ। Gade chapit laଓଡିଆ ବାଇବେଲ11 ଏଥିଉତ୍ତାରେ ସଦାପ୍ରଭୁ ମୋତେ କହିଲେ, ଉଠ, ଯାତ୍ରା ନିମନ୍ତେ ଲୋକମାନଙ୍କର ଅଗ୍ରଗାମୀ ହୁଅ; ପୁଣି ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ନିମନ୍ତେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛୁ, ସେମାନେ ସେହି ଦେଶରେ ପ୍ରବେଶ କରି ତାହା ଅଧିକାର କରିବେ। Gade chapit laପବିତ୍ର ବାଇବଲ11 ଏହା ପରେ ସଦାପ୍ରଭୁ ମୋତେ କହିଲେ, ‘ଉଠ, ଯାତ୍ରା ନିମନ୍ତେ ଲୋକମାନଙ୍କୁ ଆଗେଇ ନିଅ। ପୁଣି ମୁଁ ଯେଉଁ ଦେଶ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଦେବା ନିମନ୍ତେ ପ୍ରତିଜ୍ଞା କରିଅଛି, ସେମାନେ ସେହି ଦେଶରେ ପ୍ରବେଶ କରିବେ ଓ ତାହା ଅଧିକାର କରିବେ।’ Gade chapit la |