Biblia Todo Logo
Bib sou entènèt

- Piblisite -

ଦ୍ଵିତୀୟ ବିବରଣ 10:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କେବଳ ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ସ୍ନେହ କରିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆଜି ଦିନ ପରି ସେ ସର୍ବଗୋଷ୍ଠୀୟ ଲୋକମାନଙ୍କଠାରୁ ମନୋନୀତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 କେବଳ ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ସ୍ନେହ କରିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆଜି ଦିନ ପରି ସେ ସର୍ବଗୋଷ୍ଠୀୟ ଲୋକମାନଙ୍କଠାରୁ ମନୋନୀତ କଲେ।

Gade chapit la Kopi

ଓଡିଆ ବାଇବେଲ

ପବିତ୍ର ବାଇବଲ

15 କେବଳ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ପ୍ରତି ସ୍ନେହ କରିବାକୁ ଏବଂ ସେମାନଙ୍କ ପରେ ସେମାନଙ୍କର ବଂଶଧରମାନଙ୍କୁ ବାଛିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥିଲେ। ସେମାନଙ୍କ ପରେ ଆଜି ପର୍ଯ୍ୟନ୍ତ ସମସ୍ତ ଜାତି ମଧ୍ୟରୁ ତୁମ୍ଭ ଜାତିଗଣଙ୍କୁ ମନୋନୀତ କରିଛନ୍ତି।

Gade chapit la Kopi

ଦ୍ଵିତୀୟ ବିବରଣ 10:15
10 Referans Kwoze  

ସେ ତୁମ୍ଭର ପୂର୍ବପୁରୁଷମାନଙ୍କୁ ସ୍ନେହ କରିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ହିଁ ମନୋନୀତ କଲେ,

ଯଦି ସଦାପ୍ରଭୁ ଆମ୍ଭମାନଙ୍କଠାରେ ସନ୍ତୁଷ୍ଟ ହୁଅନ୍ତି, ତେବେ ସେ ଆମ୍ଭମାନଙ୍କୁ ସେହି ଦେଶକୁ ନେବେ ଓ ତାହା ଆମ୍ଭମାନଙ୍କୁ ଦେବେ; ସେହି ଦେଶ ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ।

ସୁସମାଚାର ବିଷୟ ବିଚାର କଲେ ସେମାନେ ତୁମ୍ଭମାନଙ୍କ ସକାଶେ ବିରୋଧର ପାତ୍ର, କିନ୍ତୁ ନିର୍ବାଚନ ବିଷୟ ବିଚାର କଲେ ପିତୃ-ପୁରୁଷଙ୍କ ସକାଶେ ସେମାନେ ଈଶ୍ବରଙ୍କ ପ୍ରିୟପାତ୍ର।

କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।

କାରଣ ସେମାନେ ନିଜ ଖଡ୍ଗ ଦ୍ୱାରା ଦେଶାଧିକାର ପ୍ରାପ୍ତ ହେଲେ ନାହିଁ, କିଅବା ସେମାନଙ୍କ ନିଜ ବାହୁ ସେମାନଙ୍କୁ ଉଦ୍ଧାର କଲା ନାହିଁ; ମାତ୍ର ସେମାନଙ୍କ ପ୍ରତି ତୁମ୍ଭର ଅନୁଗ୍ରହ ଥିବାରୁ ତୁମ୍ଭର ଦକ୍ଷିଣ ହସ୍ତ, ତୁମ୍ଭର ବାହୁ ଓ ତୁମ୍ଭ ମୁଖର ପ୍ରସନ୍ନତା ତାହା କରିଥିଲା।

ଯେହେତୁ ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ଓ ନିଜର ସଞ୍ଚିତ ଧନ ରୂପେ ଇସ୍ରାଏଲକୁ ମନୋନୀତ କରିଅଛନ୍ତି।

ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକ୍ରିୟା, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର।

“ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ କେବଳ ତୁମ୍ଭମାନଙ୍କର ପରିଚୟ ଆମ୍ଭେ ନେଇଅଛୁ; ଏଥିପାଇଁ ତୁମ୍ଭମାନଙ୍କର ସକଳ ଅଧର୍ମର ପ୍ରତିଫଳ ଆମ୍ଭେ ତୁମ୍ଭମାନଙ୍କୁ ଦେବା।

Swiv nou:

Piblisite

Piblisite