ଦ୍ଵିତୀୟ ବିବରଣ 10:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏଥିପାଇଁ ତୁମ୍ଭେମାନେ ବିଦେଶୀକୁ ପ୍ରେମ କର, କାରଣ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ। Gade chapit laପବିତ୍ର ବାଇବଲ (Re-edited) - (BSI)19 ଏନିମନ୍ତେ ତୁମ୍ଭେମାନେ ବିଦେଶୀକି ପ୍ରେମ କର। କାରଣ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ। Gade chapit laଓଡିଆ ବାଇବେଲ19 ଏଥିପାଇଁ ତୁମ୍ଭେମାନେ ବିଦେଶୀକୁ ପ୍ରେମ କର, କାରଣ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ। Gade chapit laପବିତ୍ର ବାଇବଲ19 ଏଥିପାଇଁ ତୁମ୍ଭେମାନେ ବିଦେଶୀକୁ ପ୍ରେମ କର, କାରଣ ତୁମ୍ଭେମାନେ ମିଶର ଦେଶରେ ବିଦେଶୀ ଥିଲ। Gade chapit la |
ପୁଣି, ତୁମ୍ଭେମାନେ ଆପଣାମାନଙ୍କର ଓ ଯେଉଁ ବିଦେଶୀ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସ କରନ୍ତି ଓ ତୁମ୍ଭମାନଙ୍କ ମଧ୍ୟରେ ସନ୍ତାନସନ୍ତତି ଉତ୍ପନ୍ନ କରିବେ, ସେମାନଙ୍କର ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ କରିବ; ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଇସ୍ରାଏଲ-ସନ୍ତାନଗଣର ମଧ୍ୟରେ ଗୃହଜାତ ସନ୍ତାନଗଣର ତୁଲ୍ୟ ହେବେ; ସେମାନେ ତୁମ୍ଭମାନଙ୍କର ସହିତ ଇସ୍ରାଏଲର ଗୋଷ୍ଠୀଗଣ ମଧ୍ୟରେ ଉତ୍ତରାଧିକାର ପ୍ରାପ୍ତ ହେବେ।