ଦ୍ଵିତୀୟ ବିବରଣ 10:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେ ତୁମ୍ଭର ପ୍ରଶଂସାର ଯୋଗ୍ୟ, ପୁଣି ସେ ତୁମ୍ଭର ପରମେଶ୍ୱର ଅଟନ୍ତି, ତୁମ୍ଭର ଚକ୍ଷୁ ଯାହା ଯାହା ଦେଖିଅଛି, ସେହି ସବୁ ମହତ୍ ଓ ଭୟଙ୍କର କର୍ମ ସେ ତୁମ୍ଭ ନିମନ୍ତେ କରିଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)21 ସେ ତୁମ୍ଭର ପ୍ରଶଂସାଭୂମି, ପୁଣି ସେ ତୁମ୍ଭର ପରମେଶ୍ଵର, ତୁମ୍ଭର ଚକ୍ଷୁ ଯାହା ଯାହା ଦେଖିଅଛି, ସେହିସବୁ ମହତ ଓ ଭୟଙ୍କର କର୍ମ ସେ ତୁମ୍ଭ ନିମନ୍ତେ କରିଅଛନ୍ତି। Gade chapit laଓଡିଆ ବାଇବେଲ21 ସେ ତୁମ୍ଭର ପ୍ରଶଂସାର ଯୋଗ୍ୟ, ପୁଣି ସେ ତୁମ୍ଭର ପରମେଶ୍ୱର ଅଟନ୍ତି, ତୁମ୍ଭର ଚକ୍ଷୁ ଯାହା ଯାହା ଦେଖିଅଛି, ସେହିସବୁ ମହତ୍ ଓ ଭୟଙ୍କର କର୍ମ ସେ ତୁମ୍ଭ ନିମନ୍ତେ କରିଅଛନ୍ତି। Gade chapit laପବିତ୍ର ବାଇବଲ21 ତୁମ୍ଭର ପ୍ରଶଂସା ସଦାପ୍ରଭୁ ଅଟନ୍ତି, ସେ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭେ ଯାହା ଯାହା ଦେଖୁଛ ସେହିସବୁ ମହତ୍ ଓ ଭୟଙ୍କର କର୍ମ ସେ ତୁମ୍ଭ ପାଇଁ କରିଛନ୍ତି। Gade chapit la |
ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ, ଓ ଆପଣା ନାମ କରିବାକୁ ପୁଣି ମିସରରୁ, ନାନା ଗୋଷ୍ଠୀ ଓ ସେମାନଙ୍କ ଦେବଗଣଠାରୁ ତୁମ୍ଭ ଉଦ୍ଦେଶ୍ୟରେ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରେ ସେମାନଙ୍କ ପାଇଁ ମହତ୍ କର୍ମ ଓ ତୁମ୍ଭ ଦେଶ ପାଇଁ ଭୟାନକ କର୍ମ କରିବାକୁ ପରମେଶ୍ୱର ଆଗମନ କରିଥିଲେ।