ଦ୍ଵିତୀୟ ବିବରଣ 11:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏହେତୁ ତୁମ୍ଭେ ସବୁବେଳେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କରିବ ଓ ତାହାଙ୍କ ରକ୍ଷଣୀୟ ଓ ବିଧି ଓ ଶାସନ ଓ ଆଜ୍ଞାସକଳ ପାଳନ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଏହେତୁ ତୁମ୍ଭେ ସବୁବେଳେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ପ୍ରେମ କରିବ ଓ ତାହାଙ୍କ ରକ୍ଷଣୀୟ ଓ ବିଧି ଓ ଶାସନ ଓ ଆଜ୍ଞାସକଳ ପାଳନ କରିବ। Gade chapit laଓଡିଆ ବାଇବେଲ1 ଏହେତୁ ତୁମ୍ଭେ ସବୁବେଳେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କରିବ ଓ ତାହାଙ୍କ ରକ୍ଷଣୀୟ ଓ ବିଧି ଓ ଶାସନ ଓ ଆଜ୍ଞାସକଳ ପାଳନ କରିବ। Gade chapit laପବିତ୍ର ବାଇବଲ1 “ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କରିବା ଉଚିତ୍। ତୁମ୍ଭେମାନେ ତାଙ୍କର ବ୍ୟବସ୍ଥା, ବିଧି ଓ ଆଦେଶ ସବୁ ସର୍ବଦା ପାଳନ କରିବା ଉଚିତ୍। Gade chapit la |