Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 11:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେହି ଦେଶ ବିଷୟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ମନୋଯୋଗ କରନ୍ତି; ବର୍ଷର ଆରମ୍ଭରୁ ବର୍ଷର ଶେଷ ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟି ତହିଁ ଉପରେ ସର୍ବଦା ଥାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେହି ଦେଶ ବିଷୟରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ମନୋଯୋଗ କରନ୍ତି; ବର୍ଷର ଆରମ୍ଭରୁ ବର୍ଷର ଶେଷ ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଦୃଷ୍ଟି ତହିଁ ଉପରେ ସର୍ବଦା ଥାଏ।

Gade chapit la Kopi

ଓଡିଆ ବାଇବେଲ

12 ସେହି ଦେଶ ବିଷୟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ମନୋଯୋଗ କରନ୍ତି; ବର୍ଷର ଆରମ୍ଭରୁ ବର୍ଷର ଶେଷ ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟି ତହିଁ ଉପରେ ସର୍ବଦା ଥାଏ।

Gade chapit la Kopi

ପବିତ୍ର ବାଇବଲ

12 ସେହି ଦେଶ ବିଷୟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ମନୋଯୋଗ କରନ୍ତି। ବର୍ଷର ଆରମ୍ଭରୁ ବର୍ଷର ଶେଷ ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟି ତହିଁ ଉପରେ ସର୍ବଦା ଥାଏ।

Gade chapit la Kopi




ଦ୍ଵିତୀୟ ବିବରଣ 11:12
8 Referans Kwoze  

କାରଣ ଆମ୍ଭେ ମଙ୍ଗଳ ପାଇଁ ସେମାନଙ୍କ ପ୍ରତି ଆପଣା ଦୃଷ୍ଟି ରଖିବା ଓ ସେମାନଙ୍କୁ ପୁନର୍ବାର ଏହି ଦେଶକୁ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିର୍ମାଣ କରିବା ଓ ଭଗ୍ନ କରିବା ନାହିଁ; ଆମ୍ଭେ ସେମାନଙ୍କୁ ରୋପଣ କରିବା ଓ ଉତ୍ପାଟନ କରିବା ନାହିଁ।


ପୁଣି, ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭ ସାକ୍ଷାତରେ ଯେଉଁ ପ୍ରାର୍ଥନା ଓ ବିନତି କରିଅଛ, ତାହା ଆମ୍ଭେ ଶୁଣିଲୁ; ଆମ୍ଭର ନାମ ସଦାକାଳ ସ୍ଥାପନ କରିବା ନିମନ୍ତେ ତୁମ୍ଭେ ଏହି ଯେଉଁ ଗୃହ ନିର୍ମାଣ କରିଅଛ, ତାହା ଆମ୍ଭେ ପବିତ୍ର କଲୁ, ପୁଣି, ତହିଁ ପ୍ରତି ଆମ୍ଭ ଦୃଷ୍ଟି ଓ ଆମ୍ଭ ଅନ୍ତଃକରଣ ନିତ୍ୟ ରହିବ।


ଦେଖ, ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କ ଦୟାରେ ଭରସା ରଖନ୍ତି,


ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି।


ମାତ୍ର ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ସେମାନଙ୍କ ପରମେଶ୍ୱରଙ୍କ ଦୃଷ୍ଟି ଥିବାରୁ ଦାରୀୟାବସ ନିକଟରେ ଏହି କଥା ଉପସ୍ଥିତ ନ ହେବା ଓ ପତ୍ର ଦ୍ୱାରା ସେହି ବିଷୟର ଉତ୍ତର ପୁନର୍ବାର ନ ଆସିବା ପର୍ଯ୍ୟନ୍ତ ଶତ୍ରୁମାନେ ସେମାନଙ୍କୁ ନିବୃତ୍ତ କଲେ ନାହିଁ।


ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍‍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶ, ଆଉ ତୈଳଜୀତ ଓ ମଧୁମୟ ଦେଶକୁ ତୁମ୍ଭମାନଙ୍କୁ ନେଇଯିବି, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ମରିବ ନାହିଁ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ତୁମ୍ଭମାନଙ୍କୁ ମଣାଇଲେ, ତାହାର କଥା ତୁମ୍ଭେମାନେ ଶୁଣ ନାହିଁ।


ତୁମ୍ଭେ ଆପଣା ମଙ୍ଗଳ ଭାବରେ ବର୍ଷକୁ ମୁକୁଟ ପିନ୍ଧାଇ ଥାଅ ଓ ତୁମ୍ଭ ପଥସବୁ ପୁଷ୍ଟତା କ୍ଷରଣ କରେ।


ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍‍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶକୁ ତୁମ୍ଭମାନଙ୍କୁ ନେଇଯିବି।


Swiv nou:

Piblisite


Piblisite