ଦ୍ଵିତୀୟ ବିବରଣ 11:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆପଣା ଆପଣା ବିଷୟରେ ସାବଧାନ ହୁଅ, ନୋହିଲେ ତୁମ୍ଭମାନଙ୍କ ଅନ୍ତଃକରଣ ଭ୍ରାନ୍ତ ହେବ, ପୁଣି ତୁମ୍ଭେମାନେ ବିମୁଖ ହୋଇ ଅନ୍ୟ ଦେବତାମାନଙ୍କର ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ; Gade chapit laପବିତ୍ର ବାଇବଲ (Re-edited) - (BSI)16 ଆପଣା ଆପଣା ବିଷୟରେ ସାବଧାନ ହୁଅ, ନୋହିଲେ ତୁମ୍ଭମାନଙ୍କ ଅନ୍ତଃକରଣ ଭ୍ରାନ୍ତ ହେବ, ପୁଣି ତୁମ୍ଭେମାନେ ପଥ ହୁଡ଼ି ଅନ୍ୟ ଦେବତାମାନଙ୍କର ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ; Gade chapit laଓଡିଆ ବାଇବେଲ16 ଆପଣା ଆପଣା ବିଷୟରେ ସାବଧାନ ହୁଅ, ନୋହିଲେ ତୁମ୍ଭମାନଙ୍କ ଅନ୍ତଃକରଣ ଭ୍ରାନ୍ତ ହେବ, ପୁଣି ତୁମ୍ଭେମାନେ ବିମୁଖ ହୋଇ ଅନ୍ୟ ଦେବତାମାନଙ୍କର ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ; Gade chapit laପବିତ୍ର ବାଇବଲ16 “ନିଜ ନିଜ ବିଷୟରେ ସାବଧାନ ହୁଅ। ତୁମ୍ଭମାନଙ୍କର ହୃଦୟକୁ ପ୍ରଲୋଭିତ କର ନାହିଁ ଏବଂ ବିପଥରେ ଯିବାକୁ ଏବଂ ଅନ୍ୟ ଦେବତାଗଣର ସେବା କରିବାକୁ ଓ ଉପାସନା କରିବାକୁ ଦିଅ ନାହିଁ। Gade chapit la |
ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।