Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 11:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭମାନଙ୍କ ଅବସ୍ଥିତି କାଳ ଓ ତୁମ୍ଭମାନଙ୍କ ସନ୍ତାନଗଣର ଅବସ୍ଥିତି କାଳ ଭୂମଣ୍ଡଳ ଉପରେ ଆକାଶମଣ୍ଡଳର ଅବସ୍ଥିତି କାଳ ତୁଲ୍ୟ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭମାନଙ୍କ ଅବସ୍ଥିତି କାଳ ଓ ତୁମ୍ଭମାନଙ୍କ ସନ୍ତାନଗଣର ଅବସ୍ଥିତି କାଳ ଭୂମଣ୍ତଳ ଉପରେ ଆକାଶମଣ୍ତଳର ଅବସ୍ଥିତି କାଳ ତୁଲ୍ୟ ହେବ।

Gade chapit la Kopi

ଓଡିଆ ବାଇବେଲ

21 ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭମାନଙ୍କ ଅବସ୍ଥିତି କାଳ ଓ ତୁମ୍ଭମାନଙ୍କ ସନ୍ତାନଗଣର ଅବସ୍ଥିତି କାଳ ଭୂମଣ୍ଡଳ ଉପରେ ଆକାଶମଣ୍ଡଳର ଅବସ୍ଥିତି କାଳ ତୁଲ୍ୟ ହେବ।

Gade chapit la Kopi

ପବିତ୍ର ବାଇବଲ

21 ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଯେଉଁ ଦେଶ ଦେବାକୁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭମାନଙ୍କ ଅବସ୍ଥିତି କାଳ ଓ ତୁମ୍ଭମାନଙ୍କ ସନ୍ତାନଗଣର ଅବସ୍ଥିତିକାଳ ଭୂମଣ୍ତଳ ଉପରେ ଆକାଶ ମଣ୍ତଳର ଅବସ୍ଥିତିକାଳ ତୁଲ୍ୟ ହେବ।

Gade chapit la Kopi




ଦ୍ଵିତୀୟ ବିବରଣ 11:21
13 Referans Kwoze  

ହେ ମୋହର ପୁତ୍ର, ଶୁଣ, ମୋʼ କଥା ଘେନ; ତହିଁରେ ତୁମ୍ଭ ଆୟୁର ବର୍ଷ ବହୁତ ହେବ।


ଯେହେତୁ ତଦ୍ଦ୍ୱାରା ପରମାୟୁର ଦୀର୍ଘତା ଓ ଜୀବନର ବର୍ଷ ସଂଖ୍ୟା ଓ ଶାନ୍ତି ବୃଦ୍ଧି ହେବ।


ଯେହେତୁ ମୋʼ ଦ୍ୱାରା ତୁମ୍ଭର ଦିନ ବୃଦ୍ଧି ପାଇବ, ପୁଣି, ତୁମ୍ଭ ଆୟୁର ବର୍ଷ ବଢ଼ିବ।


ସୂର୍ଯ୍ୟ ଓ ଚନ୍ଦ୍ର ଥିବାଯାଏ ପୁରୁଷାନୁକ୍ରମେ ଲୋକମାନେ ତୁମ୍ଭଙ୍କୁ ଭୟ କରିବେ।


ପୁଣି ଯେପରି ତୁମ୍ଭର ମଙ୍ଗଳ ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ମଙ୍ଗଳ ହୁଏ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସଦାକାଳ ନିମନ୍ତେ ତୁମ୍ଭକୁ ଯେଉଁ ଭୂମି ଦିଅନ୍ତି, ତହିଁ ଉପରେ ଯେପରି ତୁମ୍ଭର ଦୀର୍ଘ ପରମାୟୁ ହୁଏ, ଏଥିପାଇଁ ମୁଁ ତାହାଙ୍କର ଯେଉଁ ଯେଉଁ ବିଧି ଓ ଆଜ୍ଞା ଆଜି ତୁମ୍ଭକୁ ଆଦେଶ କରୁଅଛି, ତାହା ପାଳନ କର।


ଯେଉଁମାନେ ପ୍ରଥମ ପୁନରୁତ୍ଥାନର ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର; ସେମାନଙ୍କ ଉପରେ ଦ୍ୱିତୀୟ ମୃତ୍ୟୁର କୌଣସି ଅଧିକାର ନାହିଁ, ବରଂ ସେମାନେ ଈଶ୍ବରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଏକ ହଜାର ବର୍ଷ ପର୍ଯ୍ୟନ୍ତ ତାହାଙ୍କ ସହିତ ରାଜତ୍ୱ କରିବେ।


ସେସମୟରୁ ସେସ୍ଥାନରେ ଅଳ୍ପ ଦିନର ଶିଶୁ କିଅବା ଅସମ୍ପୂର୍ଣ୍ଣାୟୁ ବୃଦ୍ଧ ଲୋକ ଆଉ ନ ଥିବ; କାରଣ ବାଳକ ଏକ ଶତ ବର୍ଷ ବୟଃକ୍ରମରେ ମରିବ ଓ ପାପୀ ଏକ ଶତ ବର୍ଷ ବୟସ୍କ ହୋଇ ଶାପଗ୍ରସ୍ତ ହେବ।


ତାହାର ଡାହାଣ ହସ୍ତରେ ଦୀର୍ଘାୟୁ, ତାହାର ବାମ ହସ୍ତରେ ଧନ ଓ ସମ୍ମାନ ଥାଏ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ଆପଣା ପିତାଙ୍କୁ ଓ ଆପଣା ମାତାଙ୍କୁ ସମାଦର କର; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ଓ ମଙ୍ଗଳ ହେବ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ସକଳ ବିଧି ଓ ଆଜ୍ଞା ମୁଁ ଆଦେଶ କରେ, ତୁମ୍ଭେ ଯାବଜ୍ଜୀବନ ପୁତ୍ରପୌତ୍ରାଦିକ୍ରମେ ତାହା ପାଳନ କରିବା ପାଇଁ ତାଙ୍କୁ ଭୟ କଲେ, ତୁମ୍ଭର ଦୀର୍ଘାୟୁ ହେବ।


ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଓ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରେ ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇ ପାରିବ।


ଯଦି ତାହାର ସନ୍ତାନଗଣ ଆମ୍ଭର ବ୍ୟବସ୍ଥା ପରିତ୍ୟାଗ କରନ୍ତି ଓ ଆମ୍ଭ ଶାସନରେ ନ ଚାଲନ୍ତି;


Swiv nou:

Piblisite


Piblisite