Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 11:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତେବେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରୁ ଏହିସବୁ ଗୋଷ୍ଠୀୟ ଲୋକମାନଙ୍କୁ ତଡ଼ି ଦେବେ; ପୁଣି ତୁମ୍ଭେମାନେ ଆପଣାମାନଙ୍କଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ତେବେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରୁ ଏହିସବୁ ଗୋଷ୍ଠୀୟ ଲୋକମାନଙ୍କୁ ତଡ଼ି ଦେବେ; ପୁଣି ତୁମ୍ଭେମାନେ ଆପଣାମାନଙ୍କଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବ।

Gade chapit la Kopi

ଓଡିଆ ବାଇବେଲ

23 ତେବେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରୁ ଏହିସବୁ ଗୋଷ୍ଠୀୟ ଲୋକମାନଙ୍କୁ ତଡ଼ି ଦେବେ; ପୁଣି ତୁମ୍ଭେମାନେ ଆପଣାମାନଙ୍କଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବ।

Gade chapit la Kopi

ପବିତ୍ର ବାଇବଲ

23 ତେବେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରୁ ଏହିସବୁ ଗୋଷ୍ଠୀୟ ଲୋକମାନଙ୍କୁ ତଡ଼ି ଦେବେ, ଏବଂ ତୁମ୍ଭେମାନେ, ତୁମ୍ଭମାନଙ୍କଠାରୁ ଅଧିକ ବଳବାନ ଲୋକମାନଙ୍କୁ ପରାସ୍ତ କରିବ ଏବଂ ତାଙ୍କର ଦେଶକୁ ଅଧିକାର କରିବ।

Gade chapit la Kopi




ଦ୍ଵିତୀୟ ବିବରଣ 11:23
8 Referans Kwoze  

ପୁଣି ସେ ତୁମ୍ଭଠାରୁ ଅଧିକ ବଳବାନ ଓ ବହୁସଂଖ୍ୟକ ଅନ୍ୟ ଦେଶୀୟ ଲୋକମାନଙ୍କୁ ତୁମ୍ଭ ଆଗରୁ ତଡ଼ିଦେଇ ସେମାନଙ୍କ ଦେଶରେ ତୁମ୍ଭକୁ ପ୍ରବେଶ କରାଇ ଆଜି ଦିନ ତୁଲ୍ୟ ଅଧିକାରାର୍ଥେ ତାହା ତୁମ୍ଭକୁ ଦେବା ପାଇଁ ଆପଣା ଶ୍ରୀମୁଖ ଓ ମହାପରାକ୍ରମ ଦ୍ୱାରା ମିସର ଦେଶରୁ ବାହାର କରି ଆଣିଲେ।


ହେ ଇସ୍ରାଏଲ, ଶୁଣ ତୁମ୍ଭେ ଆପଣାଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ, ଆଉ ପ୍ରାଚୀର-ବେଷ୍ଟିତ ବୃହତ ଓ ଗଗନସ୍ପର୍ଶୀ ନଗରମାନଙ୍କୁ ଅଧିକାର କରିବା ପାଇଁ ଆଜି ଯର୍ଦ୍ଦନ ପାର ହୋଇ ଯାଉଅଛ;


ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ସକାଶୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ ମାତ୍ର ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ, ଆଉ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ, ଇସ୍‌ହାକଙ୍କୁ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।


ଆଜି ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରୁ, ତହିଁରେ ମନୋଯୋଗ କର; ଦେଖ, ଆମ୍ଭେ ଇମୋରୀୟ, କିଣାନୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତୁମ୍ଭ ଆଗରୁ ତଡ଼ିଦେବା।


କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରୁ ମହାନ ଓ ବଳବାନ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇଅଛନ୍ତି; ପୁଣି ଆଜି ପର୍ଯ୍ୟନ୍ତ କୌଣସି ମନୁଷ୍ୟ ତୁମ୍ଭମାନଙ୍କ ସମ୍ମୁଖରେ ଠିଆ ହୋଇ ପାରି ନାହିଁ।


Swiv nou:

Piblisite


Piblisite