ଦ୍ଵିତୀୟ ବିବରଣ 12:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ଦେଶ ଅଧିକାର କରାଇବେ, ସେଠାକୁ ଯେତେବେଳେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇଯିବ ଓ ତହିଁରେ ବାସ କରିବ, ଆଉ ସେ ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଶତ୍ରୁଠାରୁ ତୁମ୍ଭମାନଙ୍କୁ ବିଶ୍ରାମ ଦେଲେ ତୁମ୍ଭେମାନେ ଯେତେବେଳେ ନିର୍ଭୟରେ ବାସ କରିବ; Gade chapit laପବିତ୍ର ବାଇବଲ (Re-edited) - (BSI)10 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଯେଉଁ ଦେଶ ଅଧିକାର କରାଇବେ, ସେଠାକୁ ଯେତେବେଳେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇଯିବ ଓ ତହିଁରେ ବାସ କରିବ, ଆଉ ସେ ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଶତ୍ରୁଠାରୁ ତୁମ୍ଭମାନଙ୍କୁ ବିଶ୍ରାମ ଦେଲେ ତୁମ୍ଭେମାନେ ଯେତେବେଳେ ନିର୍ଭୟରେ ବାସ କରିବ; Gade chapit laଓଡିଆ ବାଇବେଲ10 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ଦେଶ ଅଧିକାର କରାଇବେ, ସେଠାକୁ ଯେତେବେଳେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇଯିବ ଓ ତହିଁରେ ବାସ କରିବ, ଆଉ ସେ ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଶତ୍ରୁଠାରୁ ତୁମ୍ଭମାନଙ୍କୁ ବିଶ୍ରାମ ଦେଲେ ତୁମ୍ଭେମାନେ ଯେତେବେଳେ ନିର୍ଭୟରେ ବାସ କରିବ; Gade chapit laପବିତ୍ର ବାଇବଲ10 କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ଦେଶ ତୁମ୍ଭମାନଙ୍କୁ ଅଧିକାର କରାଇବେ, ସେଠାକୁ ତୁମ୍ଭେମାନେ ଯେତେବେଳେ ଯର୍ଦ୍ଦନ ପାର ହୋଇଯିବ ଓ ସେଠାରେ ପହଞ୍ଚିବ। ସେ ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଶତ୍ରୁଗଣଠାରୁ ତୁମ୍ଭମାନଙ୍କୁ ବିଶ୍ରାମ ଦେବେ, ଏବଂ ତୁମ୍ଭେମାନେ ନିର୍ଭୟରେ ବାସ କରିବ। Gade chapit la |
ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବକାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।