ଦ୍ଵିତୀୟ ବିବରଣ 12:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଉ ତୁମ୍ଭେମାନେ, ତୁମ୍ଭମାନଙ୍କ ପୁତ୍ରଗଣ, ତୁମ୍ଭମାନଙ୍କ କନ୍ୟାଗଣ, ତୁମ୍ଭମାନଙ୍କ ଦାସଗଣ ଓ ତୁମ୍ଭମାନଙ୍କ ଦାସୀଗଣ, ପୁଣି ତୁମ୍ଭମାନଙ୍କ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକର କୌଣସି ଅଂଶ କି ଅଧିକାର ତୁମ୍ଭମାନଙ୍କ ମଧ୍ୟରେ ନ ଥିବା ସକାଶୁ ସେ ଏବଂ ତୁମ୍ଭେ ସମସ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)12 ଆଉ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପୁତ୍ରଗଣ ଓ ତୁମ୍ଭମାନଙ୍କ କନ୍ୟାଗଣ ଓ ତୁମ୍ଭମାନଙ୍କ ଦାସଗଣ ଓ ତୁମ୍ଭମାନଙ୍କ ଦାସୀଗଣ, ପୁଣି ତୁମ୍ଭମାନଙ୍କ ନଗରଦ୍ଵାରବର୍ତ୍ତୀ ଲେବୀୟ ଲୋକର କୌଣସି ଅଂଶ କି ଅଧିକାର ତୁମ୍ଭମାନଙ୍କ ମଧ୍ୟରେ ନ ଥିବା ହେତୁରୁ ସେ, ଏହିପରି ତୁମ୍ଭେ ସମସ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ସମ୍ମୁଖରେ ଆନନ୍ଦ କରିବ। Gade chapit laଓଡିଆ ବାଇବେଲ12 ଆଉ ତୁମ୍ଭେମାନେ, ତୁମ୍ଭମାନଙ୍କ ପୁତ୍ରଗଣ, ତୁମ୍ଭମାନଙ୍କ କନ୍ୟାଗଣ, ତୁମ୍ଭମାନଙ୍କ ଦାସଗଣ ଓ ତୁମ୍ଭମାନଙ୍କ ଦାସୀଗଣ, ପୁଣି ତୁମ୍ଭମାନଙ୍କ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକର କୌଣସି ଅଂଶ କି ଅଧିକାର ତୁମ୍ଭମାନଙ୍କ ମଧ୍ୟରେ ନ ଥିବା ସକାଶୁ ସେ ଏବଂ ତୁମ୍ଭେ ସମସ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ। Gade chapit laପବିତ୍ର ବାଇବଲ12 ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସନ୍ତାନ ସନ୍ତତିଗଣ ତୁମ୍ଭମାନଙ୍କର ଦାସଗଣ, ତୁମ୍ଭମାନଙ୍କର ଦାସୀଗଣ ତୁମ୍ଭମାନଙ୍କର ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକର କୌଣସି ଅଂଶ କି ଅଧିକାର ତୁମ୍ଭମାନଙ୍କ ମଧ୍ୟରେ ନ ଥିବା ହେତୁ ସେ ଏପରି ତୁମ୍ଭେ ସମସ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ। Gade chapit la |
ଆଉ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ; ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ ଓ ପିତୃହୀନ ଓ ବିଧବା (ତୁମ୍ଭେ) ସମସ୍ତେ ଆନନ୍ଦ କରିବ।
ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ ତାହା ଭୋଜନ କରିବ, ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗର-ଦ୍ୱାର ମଧ୍ୟବର୍ତ୍ତୀ ଲେବୀୟ ଲୋକ (ତାହା ଭୋଜନ କରିବ) ଯେସମସ୍ତ ବିଷୟରେ ତୁମ୍ଭେ ହାତ ଦେବ, ତହିଁରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।