Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 12:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ସେରୂପ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ପ୍ରତି ସେରୂପ କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

4 ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ସେରୂପ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

4 “ସେହି ଲୋକମାନେ ସେମାନଙ୍କର ଦେବଗଣଙ୍କୁ ସେମାନେ ପୂଜା କଲାପରି ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କୁ ସେହି ଉପାସନା କର ନାହିଁ।

Gade chapit la Kopi




ଦ୍ଵିତୀୟ ବିବରଣ 12:4
8 Referans Kwoze  

ପୁଣି, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ଯେଉଁ ଦେଶୀୟ ଲୋକମାନଙ୍କୁ ଦୂର କରୁଅଛୁ, ସେମାନଙ୍କ ଆଚରଣ ଅନୁସାରେ ତୁମ୍ଭେମାନେ ଚ଼ାଲିବ ନାହିଁ; କାରଣ ସେମାନେ ସେହି ସବୁ ଦୁଷ୍କର୍ମ କଲେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଘୃଣା କଲୁ।


ନୋହିଲେ କେଜାଣି, ସେମାନେ ଆପଣା ଆପଣା ଦେବତାମାନଙ୍କ ଉଦ୍ଦେଶ୍ୟରେ ଯେଉଁସବୁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି, ତଦନୁସାରେ କରିବା ପାଇଁ ତୁମ୍ଭମାନଙ୍କୁ ଶିଖାଇବେ; ତହିଁରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିବ।


ଆଉ, ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦିସକଳ ଭଗ୍ନ କରିବ, ସେମାନଙ୍କ ସ୍ତମ୍ଭସକଳ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତିସକଳ ଅଗ୍ନିରେ ଦଗ୍ଧ କରିବ; ପୁଣି ତୁମ୍ଭେମାନେ ସେମାନଙ୍କ ଖୋଦିତ ଦେବ ପ୍ରତିମାମାନଙ୍କୁ ହାଣି ପକାଇବ; ଆଉ ତୁମ୍ଭେମାନେ ସେହି ସ୍ଥାନରୁ ସେମାନଙ୍କ ନାମ ଲୋପ କରିବ।


ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ରଖିବା ନିମନ୍ତେ ତୁମ୍ଭମାନଙ୍କ ସମସ୍ତ ବଂଶ ମଧ୍ୟରୁ ଯେଉଁ ସ୍ଥାନ ମନୋନୀତ କରିବେ, ତାହାଙ୍କ ସେହି ନିବାସ ସ୍ଥାନ ତୁମ୍ଭେମାନେ ଅନ୍ୱେଷଣ କରିବ ଓ ସେହି ସ୍ଥାନକୁ ତୁମ୍ଭେ ଯିବ;


କାରଣ ସଦାପ୍ରଭୁ ଜଳରେ ହଲିଲା ନଳ ପରି ଇସ୍ରାଏଲକୁ ଆଘାତ କରିବେ; ପୁଣି, ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଏହି ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ଇସ୍ରାଏଲକୁ ଉତ୍ପାଟନ କରି ନଦୀ ସେପାରିରେ ସେମାନଙ୍କୁ ଛିନ୍ନଭିନ୍ନ କରିବେ; ଯେହେତୁ ସେମାନେ ଆପଣାମାନଙ୍କର ଆଶେରା ମୂର୍ତ୍ତିମାନ ନିର୍ମାଣ କରି ସଦାପ୍ରଭୁଙ୍କୁ ବିରକ୍ତ କରିଅଛନ୍ତି।


ତହୁଁ ସେମାନେ ଗିଲୀୟଦ ଦେଶରେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ନିକଟକୁ ଆସି ସେମାନଙ୍କୁ କହିଲେ,


Swiv nou:

Piblisite


Piblisite