ଦ୍ଵିତୀୟ ବିବରଣ 12:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ରଖିବା ନିମନ୍ତେ ତୁମ୍ଭମାନଙ୍କ ସମସ୍ତ ବଂଶ ମଧ୍ୟରୁ ଯେଉଁ ସ୍ଥାନ ମନୋନୀତ କରିବେ, ତାହାଙ୍କ ସେହି ନିବାସ ସ୍ଥାନ ତୁମ୍ଭେମାନେ ଅନ୍ୱେଷଣ କରିବ ଓ ସେହି ସ୍ଥାନକୁ ତୁମ୍ଭେ ଯିବ; Gade chapit laପବିତ୍ର ବାଇବଲ (Re-edited) - (BSI)5 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଆପଣା ନାମ ରଖିବା ନିମନ୍ତେ ତୁମ୍ଭମାନଙ୍କ ସମସ୍ତ ବଂଶ ମଧ୍ୟରୁ ଯେଉଁ ସ୍ଥାନ ମନୋନୀତ କରିବେ, ତାହାଙ୍କ ସେହି ନିବାସ ସ୍ଥାନ ତୁମ୍ଭେମାନେ ଅନ୍ଵେଷଣ କରିବ ଓ ସେହି ସ୍ଥାନକୁ ତୁମ୍ଭେ ଯିବ; Gade chapit laଓଡିଆ ବାଇବେଲ5 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ରଖିବା ନିମନ୍ତେ ତୁମ୍ଭମାନଙ୍କ ସମସ୍ତ ବଂଶ ମଧ୍ୟରୁ ଯେଉଁ ସ୍ଥାନ ମନୋନୀତ କରିବେ, ତାହାଙ୍କ ସେହି ନିବାସ ସ୍ଥାନ ତୁମ୍ଭେମାନେ ଅନ୍ୱେଷଣ କରିବ ଓ ସେହି ସ୍ଥାନକୁ ତୁମ୍ଭେ ଯିବ; Gade chapit laପବିତ୍ର ବାଇବଲ5 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସମସ୍ତ ଗୋଷ୍ଠୀ ମଧ୍ୟରୁ ଏକ ସ୍ଥାନ ମନୋନୀତ କରିବେ, ଯେଉଁଠାରେ ତାଙ୍କର ନାମ ଉପାସନା ହେବା ଉଚିତ୍। ତୁମ୍ଭର ସେଠାକୁ ଯିବା ଉଚିତ୍ ଏବଂ ତାଙ୍କୁ ଖୋଜିବା ଉଚିତ୍। Gade chapit la |
ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ ତାହା ଭୋଜନ କରିବ, ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗର-ଦ୍ୱାର ମଧ୍ୟବର୍ତ୍ତୀ ଲେବୀୟ ଲୋକ (ତାହା ଭୋଜନ କରିବ) ଯେସମସ୍ତ ବିଷୟରେ ତୁମ୍ଭେ ହାତ ଦେବ, ତହିଁରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।
ଆଉ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ; ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ ଓ ପିତୃହୀନ ଓ ବିଧବା (ତୁମ୍ଭେ) ସମସ୍ତେ ଆନନ୍ଦ କରିବ।
ମାତ୍ର ଯେବେ ତୁମ୍ଭେମାନେ ଆମ୍ଭ ପ୍ରତି ଫେରିବ ଓ ଆମ୍ଭ ଆଜ୍ଞା ପାଳନ କରି ତଦନୁଯାୟୀ କର୍ମ କରିବ, ତେବେ ତୁମ୍ଭମାନଙ୍କର ତ୍ୟକ୍ତ ଲୋକମାନେ ଆକାଶର ପ୍ରାନ୍ତସୀମାରେ ଥିଲେ ହେଁ ଆମ୍ଭେ ସେଠାରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସେହି ସ୍ଥାନକୁ ସେମାନଙ୍କୁ ଆଣିବା; ବିନୟ କରୁଅଛି, ଆପଣାର ଏହି କଥା ସ୍ମରଣ କର।’