ଦ୍ଵିତୀୟ ବିବରଣ 12:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
7 ପୁଣି ସେହି ସ୍ଥାନରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଯେଉଁ ବିଷୟରେ ତୁମ୍ଭକୁ ଆଶୀର୍ବାଦ କରିଅଛନ୍ତି, ଏପରି ଯେକୌଣସି ବିଷୟରେ ତୁମ୍ଭେମାନେ ହାତ ଦେବ, ତହିଁରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିବାର ଆନନ୍ଦ କରିବ।
Gade chapit la Kopi
7 ପୁଣି ସେହି ସ୍ଥାନରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ସମ୍ମୁଖରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେ ଯେ ବିଷୟରେ ତୁମ୍ଭକୁ ଆଶୀର୍ବାଦ କରିଅଛନ୍ତି, ଏପରି ଯେ କୌଣସି ବିଷୟରେ ତୁମ୍ଭେମାନେ ହାତ ଦେବ, ତହିଁରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିବାର ଆନନ୍ଦ କରିବ।
Gade chapit la Kopi
7 ପୁଣି ସେହି ସ୍ଥାନରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଯେଉଁ ବିଷୟରେ ତୁମ୍ଭକୁ ଆଶୀର୍ବାଦ କରିଅଛନ୍ତି, ଏପରି ଯେକୌଣସି ବିଷୟରେ ତୁମ୍ଭେମାନେ ହାତ ଦେବ, ତହିଁରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିବାର ଆନନ୍ଦ କରିବ।
Gade chapit la Kopi
7 ସେହି ସ୍ଥାନରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କର ପରିବାର ସଦସ୍ୟଗଣ ସଦାପ୍ରଭୁଙ୍କ ଉପସ୍ଥିତିରେ ଭୋଜନ କରିବ। ତୁମ୍ଭକୁ ଯାହା ପ୍ରାପ୍ତି ହୋଇଛି ସେଥିରେ ଆନନ୍ଦିତ ହୁଅ, ଯେହେତୁ ସଦାପ୍ରଭୁ ତୁମ୍ଭଙ୍କୁ ଆଶୀର୍ବାଦ କରିଛନ୍ତି।
Gade chapit la Kopi