Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 12:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଯାହାର ଦୃଷ୍ଟିରେ ଯାହା ଭଲ, ଏପରି କାର୍ଯ୍ୟ ଆମ୍ଭେମାନେ ପ୍ରତ୍ୟେକେ ଆଜି ଏ ସ୍ଥାନରେ କରୁଅଛୁ, ସେହିପରି ତୁମ୍ଭେମାନେ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଯାହାର ଦୃଷ୍ଟିରେ ଯାହା ଭଲ, ଏପରି କାର୍ଯ୍ୟ ଆମ୍ଭେମାନେ ପ୍ରତ୍ୟେକେ ଆଜି ଏ ସ୍ଥାନରେ କରୁଅଛୁ, ତଦ୍ରୂପ ତୁମ୍ଭେମାନେ କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

8 ଯାହାର ଦୃଷ୍ଟିରେ ଯାହା ଭଲ, ଏପରି କାର୍ଯ୍ୟ ଆମ୍ଭେମାନେ ପ୍ରତ୍ୟେକେ ଆଜି ଏ ସ୍ଥାନରେ କରୁଅଛୁ, ସେହିପରି ତୁମ୍ଭେମାନେ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

8 “ଏପରି ତୁମ୍ଭେମାନେ କର ନାହିଁ, ଯାହାର ଦୃଷ୍ଟିରେ ଯାହା ଭଲ, ସେହିପରି ଉପାସନା କର ନାହିଁ, ଯାହା ଆମ୍ଭେ ଏହି ସ୍ଥାନରେ କରୁଅଛୁ।

Gade chapit la Kopi




ଦ୍ଵିତୀୟ ବିବରଣ 12:8
10 Referans Kwoze  

ସେସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ଯାହା ଦୃଷ୍ଟିରେ ଯାହା ଭଲ, ସେ ତାହା କଲା।


ସେସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା ଓ ଯାହା ଦୃଷ୍ଟିରେ ଯାହା ଭଲ ଦିଶିଲା, ସେ ତାହା କଲା।


ମନୁଷ୍ୟର ସବୁ ଗତି ଆପଣା ଦୃଷ୍ଟିରେ ଯଥାର୍ଥ, ମାତ୍ର ସଦାପ୍ରଭୁ ହୃଦୟସବୁ ତୌଲନ୍ତି।


କିନ୍ତୁ ଈଶ୍ବର ବିମୁଖ ହୋଇ ସେମାନଙ୍କୁ ଆକାଶବାହିନୀର ଉପାସନା କରିବାକୁ ଛାଡ଼ିଦେଲେ, ଯେପରି ଭାବବାଦୀମାନଙ୍କ ଶାସ୍ତ୍ରରେ ଲେଖାଅଛି, “‘ହେ ଇସ୍ରାଏଲ ବଂଶ, ପ୍ରାନ୍ତରରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ କଅଣ ଆମ୍ଭ ଉଦ୍ଦେଶ୍ୟରେ ପଶୁବଳି ଓ ନୈବେଦ୍ୟ ଉତ୍ସର୍ଗ କରିଥିଲ?


ତୁମ୍ଭେମାନେ ଯେପରି ସେହି ଝାଲର ଦେଖି ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବ ଓ ତୁମ୍ଭେମାନେ ଆପଣା ଆପଣାର ଯେଉଁ ମନ ଓ ଚକ୍ଷୁ ଅନୁସାରେ ବ୍ୟଭିଚାର କରିଥାଅ, ତଦନୁସାରେ ଯେପରି ଭ୍ରମଣ ନ କରିବ,


ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କି ପ୍ରାନ୍ତରରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଆମ୍ଭ ନିକଟକୁ ବଳିଦାନ ଓ ନୈବେଦ୍ୟ ଆଣିଲ?


ପୁଣି ସେହି ସ୍ଥାନରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଯେଉଁ ବିଷୟରେ ତୁମ୍ଭକୁ ଆଶୀର୍ବାଦ କରିଅଛନ୍ତି, ଏପରି ଯେକୌଣସି ବିଷୟରେ ତୁମ୍ଭେମାନେ ହାତ ଦେବ, ତହିଁରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିବାର ଆନନ୍ଦ କରିବ।


କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ଯେଉଁ ବିଶ୍ରାମ ଓ ଅଧିକାର ଦେବେ, ତହିଁରେ ତୁମ୍ଭେମାନେ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହଁ।


ତହିଁରେ ଯିହୋଶୂୟ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ତୁମ୍ଭେମାନେ ଏହି ସ୍ଥାନକୁ ଆସି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଶୁଣ।


ବାହାରି ଆସିଥିବା ସମସ୍ତ ଲୋକ ସୁନ୍ନତ ହୋଇଥିଲେ; ମାତ୍ର ମିସରରୁ ବାହାରି ଆସୁ ଆସୁ ଯେତେ ଲୋକ ବାଟରେ ପ୍ରାନ୍ତର ମଧ୍ୟରେ ଜନ୍ମିଥିଲେ, ସେମାନଙ୍କର ସୁନ୍ନତ ହୋଇ ନ ଥିଲା।


Swiv nou:

Piblisite


Piblisite