Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 12:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ଯେଉଁ ବିଶ୍ରାମ ଓ ଅଧିକାର ଦେବେ, ତହିଁରେ ତୁମ୍ଭେମାନେ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭକୁ ଯେଉଁ ବିଶ୍ରାମ ଓ ଅଧିକାର ଦେବେ, ତହିଁରେ ତୁମ୍ଭେମାନେ ଏ ପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହଁ।

Gade chapit la Kopi

ଓଡିଆ ବାଇବେଲ

9 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ଯେଉଁ ବିଶ୍ରାମ ଓ ଅଧିକାର ଦେବେ, ତହିଁରେ ତୁମ୍ଭେମାନେ ଏ ପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହଁ।

Gade chapit la Kopi

ପବିତ୍ର ବାଇବଲ

9 କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭକୁ ଯେଉଁ ବିଶ୍ରାମ ଓ ଅଧିକାର ଦେବେ, ତହିଁରେ ତୁମ୍ଭେମାନେ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହଁ।

Gade chapit la Kopi




ଦ୍ଵିତୀୟ ବିବରଣ 12:9
12 Referans Kwoze  

“ଯେଉଁ ସଦାପ୍ରଭୁ ଆପଣାର ସକଳ ପ୍ରତିଜ୍ଞାନୁସାରେ ନିଜ ଲୋକ ଇସ୍ରାଏଲକୁ ବିଶ୍ରାମ ଦେଇଅଛନ୍ତି, ସେ ଧନ୍ୟ ହେଉନ୍ତୁ; ସେ ଆପଣା ଦାସ ମୋଶାଙ୍କ ହସ୍ତରେ ଯେ ଯେ ପ୍ରତିଜ୍ଞା କରିଥିଲେ, ସେହି ସକଳ ଉତ୍ତମ ପ୍ରତିଜ୍ଞାର ଏକ କଥା ହିଁ ବିଫଳ ହୋଇ ନାହିଁ।


ଏହେତୁ ସେମାନେ ଆମ୍ଭ ବିଶ୍ରାମରେ ପ୍ରବେଶ କରିବେ ନାହିଁ ବୋଲି ଆମ୍ଭେ ଆପଣା କୋପରେ ଶପଥ କଲୁ।


ଏହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଚତୁର୍ଦ୍ଦିଗସ୍ଥ ତୁମ୍ଭ ଶତ୍ରୁମାନଙ୍କଠାରୁ ତୁମ୍ଭକୁ ବିଶ୍ରାମ ଦେଲେ, ତୁମ୍ଭେ ଆକାଶ ତଳରୁ ଅମାଲେକର ସ୍ମରଣ ଚିହ୍ନ ଲୋପ କରିବ; ତୁମ୍ଭେ ପାସୋରିବ ନାହିଁ।


ତୁମ୍ଭେମାନେ ଉଠ ଓ ପ୍ରସ୍ଥାନ କର; କାରଣ ଏ ତୁମ୍ଭମାନଙ୍କର ବିଶ୍ରାମ-ସ୍ଥାନ ନୁହେଁ; ଯେହେତୁ ଅଶୁଚିତା ବିନାଶ, ଅର୍ଥାତ୍‍, ଭୟାନକ ବିନାଶ କରୁଅଛି।


କାରଣ ଦାଉଦ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କୁ ବିଶ୍ରାମ ଦେଇଅଛନ୍ତି ଓ ସେ ଯୁଗାନୁକ୍ରମେ ଯିରୂଶାଲମରେ ବସତି କରନ୍ତି,


ଏଉତ୍ତାରେ ସଦାପ୍ରଭୁ ତୁମ୍ଭମାନଙ୍କ ଭ୍ରାତୃଗଣକୁ ତୁମ୍ଭମାନଙ୍କ ତୁଲ୍ୟ ବିଶ୍ରାମ ଦେଲେ ଓ ଯର୍ଦ୍ଦନର ସେପାରିରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ଦେଶ ସେମାନଙ୍କୁ ଦେବେ, ସେମାନେ ମଧ୍ୟ ସେହି ଦେଶ ଅଧିକାର କଲେ ତୁମ୍ଭେମାନେ ପ୍ରତ୍ୟେକେ ମୋହର ଦତ୍ତ ଆପଣା ଆପଣା ଅଧିକାରକୁ ଫେରିଯିବ।”


ଆହୁରି ସଦାପ୍ରଭୁ ତୁମ୍ଭମାନଙ୍କ ସକାଶେ ମୋʼ ଉପରେ କ୍ରୋଧ କଲେ। ପୁଣି, ମୁଁ ଯେପରି ଯର୍ଦ୍ଦନ ପାର ହୋଇ ନ ଯିବି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦେବେ, ସେହି ଉତ୍ତମ ଦେଶରେ ମୁଁ ପ୍ରବେଶ ନ କରିବି, ଏଥିପାଇଁ ଶପଥ କଲେ।


ଯାହାର ଦୃଷ୍ଟିରେ ଯାହା ଭଲ, ଏପରି କାର୍ଯ୍ୟ ଆମ୍ଭେମାନେ ପ୍ରତ୍ୟେକେ ଆଜି ଏ ସ୍ଥାନରେ କରୁଅଛୁ, ସେହିପରି ତୁମ୍ଭେମାନେ କରିବ ନାହିଁ।


ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଯିହୋଶୂୟ ସେସମସ୍ତ ଦେଶ ହସ୍ତଗତ କଲେ ଓ ଯିହୋଶୂୟ ପ୍ରତ୍ୟେକ ବଂଶର ବିଭାଗାନୁସାରେ ଅଧିକାର କରିବାକୁ ଇସ୍ରାଏଲଙ୍କୁ ତାହା ଦେଲେ। ତହୁଁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା।


ସଦାପ୍ରଭୁ ଏହି କଥା କହନ୍ତି, “ଖଡ୍ଗରୁ ରକ୍ଷାପ୍ରାପ୍ତ ଲୋକମାନେ ପ୍ରାନ୍ତରରେ ଅନୁଗ୍ରହପ୍ରାପ୍ତ ହେଲେ, ଅର୍ଥାତ୍‍, ଆମ୍ଭେ ତାହାକୁ ବିଶ୍ରାମ ଦେବା ପାଇଁ ଗମନ କଲା ବେଳେ ଇସ୍ରାଏଲ ତାହା ପ୍ରାପ୍ତ ହେଲା।”


Swiv nou:

Piblisite


Piblisite