ଦ୍ଵିତୀୟ ବିବରଣ 13:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯଦି ତୁମ୍ଭ ମଧ୍ୟରେ କୌଣସି ଭବିଷ୍ୟଦ୍ବକ୍ତା ଅବା କୌଣସି ସ୍ୱପ୍ନଦର୍ଶକ ଉଠେ, ପୁଣି ସେ କୌଣସି ଚିହ୍ନ କି ଆଶ୍ଚର୍ଯ୍ୟକର୍ମ ନିରୂପଣ କରେ, Gade chapit laପବିତ୍ର ବାଇବଲ (Re-edited) - (BSI)1 ଯେବେ ତୁମ୍ଭ ମଧ୍ୟରେ କୌଣସି ଭବିଷ୍ୟଦ୍-ବକ୍ତା ଅବା କୌଣସି ସ୍ଵପ୍ନଦର୍ଶକ ଉଠେ, ପୁଣି ସେ କୌଣସି ଚିହ୍ନ କି ଆଶ୍ଚର୍ଯ୍ୟକର୍ମ ନିରୂପଣ କରେ, Gade chapit laଓଡିଆ ବାଇବେଲ1 ଯଦି ତୁମ୍ଭ ମଧ୍ୟରେ କୌଣସି ଭବିଷ୍ୟଦ୍ବକ୍ତା ଅବା କୌଣସି ସ୍ୱପ୍ନଦର୍ଶକ ଉଠେ, ପୁଣି ସେ କୌଣସି ଚିହ୍ନ କି ଆଶ୍ଚର୍ଯ୍ୟକର୍ମ ନିରୂପଣ କରେ, Gade chapit laପବିତ୍ର ବାଇବଲ1 “ଯଦି କୌଣସି ଭବିଷ୍ୟଦ୍ବକ୍ତା ଅବା କୌଣସି ସ୍ୱପ୍ନଦର୍ଶକ ତୁମ୍ଭମାନଙ୍କୁ କୌଣସି ଆଶ୍ଚର୍ଯ୍ୟ କର୍ମମାନ ଦେଖାଏ ବା କୌଣସି ଚିହ୍ନ ଦେଖାଏ, Gade chapit la |
ସଦାପ୍ରଭୁ କହନ୍ତି, ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।