ଦ୍ଵିତୀୟ ବିବରଣ 13:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତାହାର ମରଣ ପର୍ଯ୍ୟନ୍ତ ତାହାକୁ ପ୍ରସ୍ତରାଘାତ କରିବ; ଯେହେତୁ ଯେ ତୁମ୍ଭକୁ ଦାସ୍ୟଗୃହରୂପ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରୁ ଭୁଲାଇ ନେବା ପାଇଁ ସେ ଚେଷ୍ଟା କଲା। Gade chapit laପବିତ୍ର ବାଇବଲ (Re-edited) - (BSI)10 ତାହାର ମରଣ ପର୍ଯ୍ୟନ୍ତ ତାହାକୁ ପ୍ରସ୍ତରାଘାତ କରିବ; ଯେହେତୁ ଯେ ତୁମ୍ଭକୁ ଦାସ୍ୟଗୃହରୂପ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ନିକଟରୁ ଭୁଲାଇ ନେବା ପାଇଁ ସେ ଚେଷ୍ଟା କଲା। Gade chapit laଓଡିଆ ବାଇବେଲ10 ତାହାର ମରଣ ପର୍ଯ୍ୟନ୍ତ ତାହାକୁ ପ୍ରସ୍ତରାଘାତ କରିବ; ଯେହେତୁ ଯେ ତୁମ୍ଭକୁ ଦାସ୍ୟଗୃହରୂପ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରୁ ଭୁଲାଇ ନେବା ପାଇଁ ସେ ଚେଷ୍ଟା କଲା। Gade chapit la |
ସେହି ଭବିଷ୍ୟଦ୍ବକ୍ତାର କି ସ୍ୱପ୍ନଦର୍ଶକର ପ୍ରାଣଦଣ୍ଡ ହେବ; କାରଣ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ ଓ ଦାସ୍ୟଗୃହରୁ ତୁମ୍ଭକୁ ମୁକ୍ତ କଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ପଥରେ ଗମନ କରିବା ନିମନ୍ତେ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ତହିଁରୁ ଭୁଲାଇ ନେଇଯିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ସେ ବିଦ୍ରୋହର କଥା କହିଅଛି। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତାକୁ ଉଚ୍ଛିନ୍ନ କରିବ।