Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 13:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ବାସ କରିବା ନିମନ୍ତେ ଯେଉଁ ଯେଉଁ ନଗର ଦେବେ, ତହିଁର କୌଣସି ଏକ ନଗର ବିଷୟରେ ଯେବେ ତୁମ୍ଭେ ଶୁଣିବ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ବାସ କରିବା ନିମନ୍ତେ ଯେ ଯେ ନଗର ଦେବେ, ତହିଁର କୌଣସି ଏକ ନଗର ବିଷୟରେ ଯେବେ ତୁମ୍ଭେ ଶୁଣିବ,

Gade chapit la Kopi

ଓଡିଆ ବାଇବେଲ

12 ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ବାସ କରିବା ନିମନ୍ତେ ଯେଉଁ ଯେଉଁ ନଗର ଦେବେ, ତହିଁର କୌଣସି ଏକ ନଗର ବିଷୟରେ ଯେବେ ତୁମ୍ଭେ ଶୁଣିବ,

Gade chapit la Kopi

ପବିତ୍ର ବାଇବଲ

12 “ହୁଏତ ତୁମ୍ଭେମାନେ ତୁମ୍ଭମାନଙ୍କର ଏକ ନଗର ବିଷୟରେ ଖରାପ କଥା ଶୁଣିଥାଅ। ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭକୁ ବାସ କରିବା ପାଇଁ ଦେବାକୁ ଯାଉଛନ୍ତି।

Gade chapit la Kopi




ଦ୍ଵିତୀୟ ବିବରଣ 13:12
8 Referans Kwoze  

ତହିଁରେ ସମୁଦାୟ ଇସ୍ରାଏଲ ତାହା ଶୁଣିବେ ଓ ଭୟ କରିବେ, ପୁଣି ତୁମ୍ଭ ମଧ୍ୟରେ ଆଉ ଏପରି ଦୁଷ୍ଟତା କରିବେ ନାହିଁ।


ଯେ କେତେକ ଦୁଷ୍ଟ ଲୋକ ତୁମ୍ଭ ମଧ୍ୟରୁ ବାହାରି, “ଚାଲ, ଆମ୍ଭେମାନେ ଅନ୍ୟ ଦେବତାଗଣର ସେବା କରୁ,” ତୁମ୍ଭମାନଙ୍କ ଅଜ୍ଞାତ ଦେବତାଗଣ ବିଷୟରେ ଏହା କହି ସେମାନଙ୍କ ନଗର ନିବାସୀମାନଙ୍କୁ ଭୁଲାଇ ନେଇଅଛନ୍ତି;


ତହିଁରେ ସମସ୍ତ ଲୋକ ତାହା ଶୁଣି ଭୟ କରିବେ ଓ ଦୁଃସାହସରେ ଆଉ କର୍ମ କରିବେ ନାହିଁ।


ପୁଣି ଅବଶିଷ୍ଟ ଲୋକମାନେ ତାହା ଶୁଣି ଭୟ କରିବେ ଓ ସେହି ସମୟାବଧି ତୁମ୍ଭ ମଧ୍ୟରେ ଆଉ ସେରୂପ ମନ୍ଦ କର୍ମ କରିବେ ନାହିଁ।


ତହିଁରେ ତାହାର ନଗରସ୍ଥ ସମସ୍ତ ପୁରୁଷ ତାହାକୁ ପଥର ପକାଇ ବଧ କରିବେ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ, ତହିଁରେ ସମୁଦାୟ ଇସ୍ରାଏଲ ଶୁଣିବେ ଓ ଭୟ କରିବେ।


ଏହିରୂପେ ଆମ୍ଭେ ଦେଶରୁ ଲମ୍ପଟାଚରଣ ନିବୃତ୍ତ କରାଇବା, ତହିଁରେ ସମୁଦାୟ ସ୍ତ୍ରୀଲୋକ ତୁମ୍ଭମାନଙ୍କର ଲମ୍ପଟପଣ ଅନୁସାରେ ଆଚରଣ ନ କରିବା ପାଇଁ ଶିକ୍ଷା ପାଇବେ।


Swiv nou:

Piblisite


Piblisite