ଦ୍ଵିତୀୟ ବିବରଣ 13:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତେବେ ତୁମ୍ଭେ ନିଶ୍ଚୟ ସେହି ନଗର ନିବାସୀମାନଙ୍କୁ ଖଡ୍ଗଧାରରେ ଆଘାତ କରିବ, ପୁଣି ନଗର, ତହିଁ ମଧ୍ୟସ୍ଥିତ ସମୁଦାୟ ଓ ତହିଁର ପଶୁମାନଙ୍କୁ ଖଡ୍ଗଧାରରେ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କରିବ; Gade chapit laପବିତ୍ର ବାଇବଲ (Re-edited) - (BSI)15 ତେବେ ତୁମ୍ଭେ ନିଶ୍ଚୟ ସେହି ନଗର ନିବାସୀମାନଙ୍କୁ ଖଡ଼୍ଗଧାରରେ ଆଘାତ କରିବ, ପୁଣି ନଗର ଓ ତହିଁ ମଧ୍ୟସ୍ଥିତ ସମୁଦାୟ ଓ ତହିଁର ପଶୁମାନଙ୍କୁ ଖଡ଼୍ଗଧାରରେ ବର୍ଜିତ ରୂପେ ବିନଷ୍ଟ କରିବ; Gade chapit laଓଡିଆ ବାଇବେଲ15 ତେବେ ତୁମ୍ଭେ ନିଶ୍ଚୟ ସେହି ନଗର ନିବାସୀମାନଙ୍କୁ ଖଡ୍ଗଧାରରେ ଆଘାତ କରିବ, ପୁଣି ନଗର, ତହିଁ ମଧ୍ୟସ୍ଥିତ ସମୁଦାୟ ଓ ତହିଁର ପଶୁମାନଙ୍କୁ ଖଡ୍ଗଧାରରେ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କରିବ; Gade chapit laପବିତ୍ର ବାଇବଲ15 ତେବେ ତୁମ୍ଭେ ନିଶ୍ଚୟ ସେହି ନଗର ନୀବାସୀଙ୍କୁ ଖଣ୍ଡାରେ ଆଘାତ କରିବ। ପୁଣି ନଗର ଓ ତହିଁ ମଧ୍ୟସ୍ଥିତ ସମୁଦାୟ ଓ ତହିଁର ପଶୁମାନଙ୍କୁ ଖଣ୍ତା ଧାରରେ ବର୍ଜିତ ରୂପେ ଧ୍ୱଂସ କରିବ। Gade chapit la |
ସେହି ଭବିଷ୍ୟଦ୍ବକ୍ତାର କି ସ୍ୱପ୍ନଦର୍ଶକର ପ୍ରାଣଦଣ୍ଡ ହେବ; କାରଣ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ ଓ ଦାସ୍ୟଗୃହରୁ ତୁମ୍ଭକୁ ମୁକ୍ତ କଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ପଥରେ ଗମନ କରିବା ନିମନ୍ତେ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ତହିଁରୁ ଭୁଲାଇ ନେଇଯିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ସେ ବିଦ୍ରୋହର କଥା କହିଅଛି। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତାକୁ ଉଚ୍ଛିନ୍ନ କରିବ।