ଦ୍ଵିତୀୟ ବିବରଣ 13:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ ସେହି ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ସଫଳ ହେଲେ, “ତୁମ୍ଭେ ଯେଉଁମାନଙ୍କୁ ଜାଣି ନାହଁ, ଏପରି ଅନ୍ୟ ଦେବତାଗଣ ବିଷୟରେ କହେ, ଆସ, ଆମ୍ଭେମାନେ ସେମାନଙ୍କ ପଶ୍ଚାଦ୍ଗାମୀ ହେବା ଓ ସେମାନଙ୍କ ସେବା କରିବା;” Gade chapit laପବିତ୍ର ବାଇବଲ (Re-edited) - (BSI)2 ଆଉ ସେହି ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ସଫଳ ହେଲେ, ତୁମ୍ଭେ ଯେଉଁମାନଙ୍କୁ ଜାଣି ନାହଁ, ଏପରି ଅନ୍ୟ ଦେବତାଗଣ ବିଷୟରେ କହେ, ଆସ, ଆମ୍ଭେମାନେ ସେମାନଙ୍କ ପଶ୍ଚାଦ୍ଗାମୀ ହେବା ଓ ସେମାନଙ୍କ ସେବା କରିବା; Gade chapit laଓଡିଆ ବାଇବେଲ2 ଆଉ ସେହି ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ସଫଳ ହେଲେ, ତୁମ୍ଭେ ଯେଉଁମାନଙ୍କୁ ଜାଣି ନାହଁ, ଏପରି ଅନ୍ୟ ଦେବତାଗଣ ବିଷୟରେ କହେ, ଆସ, ଆମ୍ଭେମାନେ ସେମାନଙ୍କ ପଶ୍ଚାଦ୍ଗାମୀ ହେବା ଓ ସେମାନଙ୍କ ସେବା କରିବା; Gade chapit laପବିତ୍ର ବାଇବଲ2 ଆଉ ସେହି ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ଯଦି ସଫଳ ହୁଏ, ତୁମ୍ଭେ ସେମାନଙ୍କୁ ଜାଣି ନାହିଁ, ଏପରି ଅନ୍ୟ ଦେବଗଣଙ୍କ ବିଷୟରେ କହେ, ‘ଆସ ଆମ୍ଭେମାନେ ସେମାନଙ୍କର ପଶ୍ଚାଦ୍ଗାମୀ ହେବା ଓ ସେମାନଙ୍କ ସେବା କରିବା।’ Gade chapit la |
ସଦାପ୍ରଭୁ କହନ୍ତି, ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।