ଦ୍ଵିତୀୟ ବିବରଣ 13:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତେବେ ତୁମ୍ଭେ ସେହି ଭବିଷ୍ୟଦ୍ବକ୍ତାର କି ସ୍ୱପ୍ନଦର୍ଶକର କଥା ଶୁଣିବ ନାହିଁ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ପ୍ରେମ କରୁଅଛ କି ନାହିଁ; ଏହା ଜାଣିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ପରୀକ୍ଷା କରୁଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)3 ତେବେ ତୁମ୍ଭେ ସେହି ଭବିଷ୍ୟଦ୍ବକ୍ତାର କି ସ୍ଵପ୍ନଦର୍ଶକର କଥା ଶୁଣିବ ନାହିଁ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କୁ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ପ୍ରେମ କରୁଅଛ କି ନାହିଁ; ଏହା ଜାଣିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କୁ ପରୀକ୍ଷା କରୁଅଛନ୍ତି। Gade chapit laଓଡିଆ ବାଇବେଲ3 ତେବେ ତୁମ୍ଭେ ସେହି ଭବିଷ୍ୟଦ୍ବକ୍ତାର କି ସ୍ୱପ୍ନଦର୍ଶକର କଥା ଶୁଣିବ ନାହିଁ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ପ୍ରେମ କରୁଅଛ କି ନାହିଁ; ଏହା ଜାଣିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ପରୀକ୍ଷା କରୁଅଛନ୍ତି। Gade chapit laପବିତ୍ର ବାଇବଲ3 ସେହି ଲୋକମାନଙ୍କର କଥା ଶୁଣ ନାହିଁ। କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ପ୍ରେମ କରିଅଛ କି ନାହିଁ, ଏହା ଜାଣିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ପରୀକ୍ଷା କରୁଅଛନ୍ତି। Gade chapit la |
ଏହେତୁ ଏବେ ମୋର ପ୍ରଭୁ ମହାରାଜ ଆପଣା ଦାସ କଥା ଶୁଣନ୍ତୁ। ଯେବେ ସଦାପ୍ରଭୁ ଆପଣଙ୍କୁ ମୋର ପ୍ରତିକୂଳରେ ପ୍ରବର୍ତ୍ତାଇଥାʼନ୍ତି, ତେବେ ସେ ଉପହାର ଗ୍ରହଣ କରନ୍ତୁ; ମାତ୍ର ଯେବେ ମନୁଷ୍ୟ-ସନ୍ତାନମାନେ ତାହା କରିଥାʼନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଶାପଗ୍ରସ୍ତ ହେଉନ୍ତୁ; କାରଣ ମୁଁ ଯେପରି ସଦାପ୍ରଭୁଙ୍କ ଅଧିକାରରେ ସଂଲଗ୍ନ ହୋଇ ନ ରହିବି, ଏଥିପାଇଁ ସେମାନେ ଆଜି ମୋତେ ତଡ଼ିଦେଇ କହିଅଛନ୍ତି, ‘ଯାଅ ଅନ୍ୟ ଦେବଗଣର ସେବା କର।’