ଦ୍ଵିତୀୟ ବିବରଣ 13:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍ଗମନ କରିବ, ତାହାଙ୍କୁ ଭୟ କରିବ, ତାହାଙ୍କ ଆଜ୍ଞାସବୁ ପାଳନ କରିବ, ତାହାଙ୍କ ରବରେ ଅବଧାନ କରିବ ଓ ତାହାଙ୍କ ସେବା କରିବ, ଆଉ ତାହାଙ୍କଠାରେ ଆସକ୍ତ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ପଶ୍ଚାଦ୍ଗମନ କରିବ ଓ ତାହାଙ୍କୁ ଭୟ କରିବ ଓ ତାହାଙ୍କ ଆଜ୍ଞାସବୁ ପାଳନ କରିବ ଓ ତାହାଙ୍କ ରବରେ ଅବଧାନ କରିବ ଓ ତାହାଙ୍କ ସେବା କରିବ, ଆଉ ତାହାଙ୍କଠାରେ ଆସକ୍ତ ହେବ। Gade chapit laଓଡିଆ ବାଇବେଲ4 ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍ଗମନ କରିବ, ତାହାଙ୍କୁ ଭୟ କରିବ, ତାହାଙ୍କ ଆଜ୍ଞାସବୁ ପାଳନ କରିବ, ତାହାଙ୍କ ରବରେ ଅବଧାନ କରିବ ଓ ତାହାଙ୍କ ସେବା କରିବ, ଆଉ ତାହାଙ୍କଠାରେ ଆସକ୍ତ ହେବ। Gade chapit laପବିତ୍ର ବାଇବଲ4 ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍ଗମନ କରିବ। ତାହାଙ୍କୁ ଭୟ କରିବ। ତାହାଙ୍କ ଆଜ୍ଞା ସବୁ ପାଳନ କରିବ। ତାହାଙ୍କ ବାକ୍ୟ ପ୍ରତି ଧ୍ୟାନ ଦେବ। ତାଙ୍କର ସେବା କରିବ। ଏବଂ ତାଙ୍କଠାରେ ଆସକ୍ତି ହେବ। Gade chapit la |
ତହିଁରେ ଶାମୁୟେଲ ସମୁଦାୟ ଇସ୍ରାଏଲ ବଂଶକୁ କହିଲେ, “ଯେବେ ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କ ପ୍ରତି ଫେରୁଅଛ, ତେବେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବତାମାନଙ୍କୁ ଓ ଅଷ୍ଟାରୋତ୍ ଦେବୀଗଣକୁ ଦୂର କର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଅନ୍ତଃକରଣ ପ୍ରସ୍ତୁତ କର ଓ କେବଳ ତାହାଙ୍କୁ ସେବା କର; ତହିଁରେ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।”