ଦ୍ଵିତୀୟ ବିବରଣ 13:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତାହା ବିଷୟରେ ତୁମ୍ଭକୁ ଭୁଲାଇ ଯେବେ ତୁମ୍ଭ ମାତୃପୁତ୍ର ଭ୍ରାତା, କି ତୁମ୍ଭ ପୁତ୍ର, କି ତୁମ୍ଭ କନ୍ୟା, କି ତୁମ୍ଭ ବକ୍ଷଃସ୍ଥାୟିନୀ ଭାର୍ଯ୍ୟା, କିଅବା ତୁମ୍ଭ ପ୍ରାଣ ସମାନ ମିତ୍ର ଗୋପନରେ କହେ, ଚାଲ, ଆମ୍ଭେମାନେ ଅନ୍ୟ ଦେବତାଗଣର ସେବା କରୁ;” Gade chapit laପବିତ୍ର ବାଇବଲ (Re-edited) - (BSI)7 ତାହା ବିଷୟରେ ତୁମ୍ଭକୁ ଭୁଲାଇ ଯେବେ ତୁମ୍ଭ ମାତୃପୁତ୍ର ଭ୍ରାତା, କି ତୁମ୍ଭ ପୁତ୍ର, କି ତୁମ୍ଭ କନ୍ୟା, କି ତୁମ୍ଭ ବକ୍ଷଃସ୍ଥାୟିନୀ ଭାର୍ଯ୍ୟା, କିଅବା ତୁମ୍ଭ ପ୍ରାଣସମାନ ମିତ୍ର ଗୋପନରେ କହେ, ଚାଲ, ଆମ୍ଭେମାନେ ଅନ୍ୟ ଦେବତାଗଣର ସେବା କରୁ; Gade chapit laଓଡିଆ ବାଇବେଲ7 ତାହା ବିଷୟରେ ତୁମ୍ଭକୁ ଭୁଲାଇ ଯେବେ ତୁମ୍ଭ ମାତୃପୁତ୍ର ଭ୍ରାତା, କି ତୁମ୍ଭ ପୁତ୍ର, କି ତୁମ୍ଭ କନ୍ୟା, କି ତୁମ୍ଭ ବକ୍ଷଃସ୍ଥାୟିନୀ ଭାର୍ଯ୍ୟା, କିଅବା ତୁମ୍ଭ ପ୍ରାଣ ସମାନ ମିତ୍ର ଗୋପନରେ କହେ, ଚାଲ, ଆମ୍ଭେମାନେ ଅନ୍ୟ ଦେବତାଗଣର ସେବା କରୁ; Gade chapit laପବିତ୍ର ବାଇବଲ7 ତୁମ୍ଭମାନଙ୍କର ଚତୁର୍ଦ୍ଦିଗସ୍ଥ ନିକଟବର୍ତ୍ତୀ ବା ତୁମ୍ଭଠାରୁ ଦୂରବର୍ତ୍ତୀ ପୃଥିବୀର ଏକ ପ୍ରାନ୍ତରୁ ଅନ୍ୟପ୍ରାନ୍ତ ପର୍ଯ୍ୟନ୍ତ। Gade chapit la |
ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”