ଦ୍ଵିତୀୟ ବିବରଣ 13:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମାତ୍ର ତୁମ୍ଭେ ନିଶ୍ଚୟ ତାହାକୁ ବଧ କରିବ; ତାହାକୁ ବଧ କରିବା ପାଇଁ ତୁମ୍ଭ ହସ୍ତ ପ୍ରଥମେ ତାହା ଉପରେ ଉଠିବ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କ ହସ୍ତ ଉଠିବ। Gade chapit laପବିତ୍ର ବାଇବଲ (Re-edited) - (BSI)9 ମାତ୍ର ତୁମ୍ଭେ ନିଶ୍ଚୟ ତାହାକୁ ବଧ କରିବ; ତାହାକୁ ବଧ କରିବା ପାଇଁ ତୁମ୍ଭ ହସ୍ତ ପ୍ରଥମେ ତାହା ଉପରେ ଉଠିବ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କ ହସ୍ତ ଉଠିବ। Gade chapit laଓଡିଆ ବାଇବେଲ9 ମାତ୍ର ତୁମ୍ଭେ ନିଶ୍ଚୟ ତାହାକୁ ବଧ କରିବ; ତାହାକୁ ବଧ କରିବା ପାଇଁ ତୁମ୍ଭ ହସ୍ତ ପ୍ରଥମେ ତାହା ଉପରେ ଉଠିବ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କ ହସ୍ତ ଉଠିବ। Gade chapit laପବିତ୍ର ବାଇବଲ9-10 ମାତ୍ର, ତୁମ୍ଭେ ସେହି ବ୍ୟକ୍ତିକୁ ହତ୍ୟା କରିବ। ତୁମ୍ଭେ ତାଙ୍କୁ ପଥରରେ ଛେଚି ହତ୍ୟା କରିବ। ତୁମ୍ଭେ ପ୍ରଥମେ ତାଙ୍କୁ ପଥର ଫିଙ୍ଗିବ। କାହିଁକି ଜାଣ ସେ ତୁମ୍ଭକୁ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କଠାରୁ ଦୂରେଇ ନେବାକୁ ଗ୍ଭହାନ୍ତି। ଆଉ ସେ ହେଉଛନ୍ତି ସେହି ସଦାପ୍ରଭୁ ଯିଏକି ତୁମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଥିଲେ। ଯେଉଁଠାରେ ତୁମ୍ଭେମାନେ ଦାସ ପରି ଥିଲ। Gade chapit la |
ସେହି ଭବିଷ୍ୟଦ୍ବକ୍ତାର କି ସ୍ୱପ୍ନଦର୍ଶକର ପ୍ରାଣଦଣ୍ଡ ହେବ; କାରଣ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ ଓ ଦାସ୍ୟଗୃହରୁ ତୁମ୍ଭକୁ ମୁକ୍ତ କଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ପଥରେ ଗମନ କରିବା ନିମନ୍ତେ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ତହିଁରୁ ଭୁଲାଇ ନେଇଯିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ସେ ବିଦ୍ରୋହର କଥା କହିଅଛି। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତାକୁ ଉଚ୍ଛିନ୍ନ କରିବ।