ଦ୍ଵିତୀୟ ବିବରଣ 14:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ, ପୁଣି ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)2 କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ପବିତ୍ର ଲୋକ, ପୁଣି ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି। Gade chapit laଓଡିଆ ବାଇବେଲ2 କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ, ପୁଣି ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି। Gade chapit laପବିତ୍ର ବାଇବଲ2 କାହିଁକି ଜାଣ, କାରଣ ତୁମ୍ଭେମାନେ ଅନ୍ୟ ଲୋକମାନଙ୍କଠାରୁ ଭିନ୍ନ। ତୁମ୍ଭେମାନେ ସଦାପ୍ରଭୁଙ୍କର ପବିତ୍ର ଲୋକ। ପୃଥିବୀର ସମସ୍ତ ଲୋକମାନଙ୍କ ମଧ୍ୟରୁ ସେ ତୁମ୍ଭକୁ ପସନ୍ଦ କରିଛନ୍ତି। Gade chapit la |