Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 15:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତୁମ୍ଭେ ତାହାକୁ ଅବଶ୍ୟ ଦେବ, ପୁଣି ତାହାକୁ ଦେବା ବେଳେ ତୁମ୍ଭର ହୃଦୟ ଦୁଃଖିତ ହେବ ନାହିଁ; କାରଣ ସେହି କର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ କର୍ମରେ ଓ ତୁମ୍ଭେ ଯେଉଁ ଯେଉଁ ବିଷୟରେ ହାତ ଦିଅ, ସେସବୁରେ ତୁମ୍ଭକୁ ଆଶୀର୍ବାଦ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତୁମ୍ଭେ ତାହାକୁ ଅବଶ୍ୟ ଦେବ, ପୁଣି ତାହାକୁ ଦେବା ବେଳେ ତୁମ୍ଭର ହୃଦୟ ଦୁଃଖିତ ହେବ ନାହିଁ; କାରଣ ସେହି କର୍ମ ହେତୁରୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ସମସ୍ତ କର୍ମରେ ଓ ତୁମ୍ଭେ ଯେ ଯେ ବିଷୟରେ ହାତ ଦିଅ, ସେସବୁରେ ତୁମ୍ଭକୁ ଆଶୀର୍ବାଦ କରିବେ।

Gade chapit la Kopi

ଓଡିଆ ବାଇବେଲ

10 ତୁମ୍ଭେ ତାହାକୁ ଅବଶ୍ୟ ଦେବ, ପୁଣି ତାହାକୁ ଦେବା ବେଳେ ତୁମ୍ଭର ହୃଦୟ ଦୁଃଖିତ ହେବ ନାହିଁ; କାରଣ ସେହି କର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ କର୍ମରେ ଓ ତୁମ୍ଭେ ଯେଉଁ ଯେଉଁ ବିଷୟରେ ହାତ ଦିଅ, ସେସବୁରେ ତୁମ୍ଭକୁ ଆଶୀର୍ବାଦ କରିବେ।

Gade chapit la Kopi

ପବିତ୍ର ବାଇବଲ

10 “ତୁମ୍ଭେମାନେ ନିଶ୍ଚିତ ଭାବରେ ହୃଦୟର ସହିତ ତାଙ୍କୁ ଦେବା ଉଚିତ୍। ତାଙ୍କୁ ଦେବା ବେଳେ ତୁମ୍ଭେ କୁଣ୍ଠିତ ହେବା ଉଚିତ୍ ନୁହେଁ। କାରଣ ସେହି କର୍ମ ହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ କର୍ମରେ ଓ ତୁମ୍ଭେ ଯେଉଁ ବିଷୟରେ ଧ୍ୟାନ ଦିଅ, ସଦାପ୍ରଭୁ ସେଥିରେ ତୁମ୍ଭକୁ ଆଶୀର୍ବାଦ କରିବେ।

Gade chapit la Kopi




ଦ୍ଵିତୀୟ ବିବରଣ 15:10
21 Referans Kwoze  

ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ; ଯେହେତୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ।


ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ବରଙ୍କର ପରମ ସନ୍ତୋଷ।


ପୁଣି, ଯଦି କ୍ଷୁଧିତର ପ୍ରତି ତୁମ୍ଭର ପ୍ରାଣ ଆକର୍ଷିତ ହୁଏ ଓ ତୁମ୍ଭେ ଦୁଃଖିତର ପ୍ରାଣକୁ ତୃପ୍ତ କର, ତେବେ ଅନ୍ଧକାରରେ ତୁମ୍ଭର ଦୀପ୍ତି ଉଦିତ ହେବ ଓ ତୁମ୍ଭର ଅନ୍ଧକାର ମଧ୍ୟାହ୍ନର ସମାନ ହେବ;


ଆଉ ଲେବୀୟ ଲୋକ ତୁମ୍ଭ ସଙ୍ଗରେ କୌଣସି ଅଂଶ କି ଅଧିକାର ନ ପାଇବାରୁ ସେ ଓ ତୁମ୍ଭ ନଗର-ଦ୍ୱାରରେ ଥିବା ବିଦେଶୀ ଓ ପିତୃହୀନ ଓ ବିଧବା, ଏମାନେ ଆସି ଭୋଜନ କରି ତୃପ୍ତ ହେବେ; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ।


ତୁମ୍ଭେ ଆପଣା କ୍ଷେତ୍ରରେ ଶସ୍ୟ କାଟିବା ବେଳେ ଗୋଟିଏ ବିଡ଼ା କ୍ଷେତ୍ରରେ ପାସୋରି ଆସିଲେ, ତାହା ଆଣିବା ପାଇଁ ଫେରିଯିବ ନାହିଁ; ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ। ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ।


ମାତ୍ର ମହାତ୍ମା ମାହାତ୍ମ୍ୟର ମନ୍ତ୍ରଣା କରେ ଓ ସେ ମାହାତ୍ମ୍ୟର ଚେଷ୍ଟାରେ ସ୍ଥିର ରହିବ।


ଏହି ପ୍ରକାରେ ପରିଶ୍ରମ କରି ଦୁର୍ବଳମାନଙ୍କୁ ସାହାଯ୍ୟ କରିବା, ପୁଣି, “ଗ୍ରହଣ କରିବା ଅପେକ୍ଷା ଦାନ କରିବା ଅତି ଉତ୍ତମ,” ଏହି ଯେଉଁ କଥା ପ୍ରଭୁ ଯୀଶୁ ସ୍ୱୟଂ କହିଅଛନ୍ତି, ତାହା ସ୍ମରଣ କରିବା ତୁମ୍ଭମାନଙ୍କର ଯେ ଉଚିତ, ଏହି ସମସ୍ତ ବିଷୟରେ ମୁଁ ତୁମ୍ଭମାନଙ୍କୁ ଆଦର୍ଶ ଦେଖାଇଅଛି।


ତଥାପି ତୁମ୍ଭ ମଧ୍ୟରେ କେହି ଦରିଦ୍ର ହେବ ନାହିଁ; କାରଣ ଆଜି ମୁଁ ତୁମ୍ଭକୁ ଯେଉଁ ସମସ୍ତ ଆଜ୍ଞା ପାଳିବାକୁ ଆଦେଶ ଦେଉଅଛି, ଯେବେ ତୁମ୍ଭେ କେବଳ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ରବ ଯତ୍ନପୂର୍ବକ ଶୁଣିବ;


କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ବରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ବରଙ୍କଠାରୁ ଶକ୍ତିପ୍ରାପ୍ତ ଲୋକ ପରି ସେବା କରୁ, ଯେପରି ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର। ଆମେନ୍‍।


ଅବା ଯେ ଶିକ୍ଷା ଦିଏ, ସେ ଶିକ୍ଷାଦାନରେ, ବା ଯେ ଉପଦେଶ ଦିଏ, ସେ ଉପଦେଶ ଦାନରେ ନିବିଷ୍ଟ ରହୁ; ଯେ ଦାନ କରେ, ସେ ଉଦାର ଭାବରେ ଦାନ କରୁ; ଯେ ତତ୍ତ୍ୱାବଧାନ କରେ, ସେ ଯତ୍ନ ସହକାରେ ତତ୍ତ୍ୱାବଧାନ କରୁ; ଯେ ଦୟା କରେ, ସେ ହୃଷ୍ଟଚିତ୍ତରେ ତାହା କରୁ।


ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ।


ପୁଣି ଗମନକାରୀ ପକ୍ଷବାନ ଜନ୍ତୁସକଳ ତୁମ୍ଭମାନଙ୍କ ପ୍ରତି ଅଶୁଚି ଅଟନ୍ତି; ସେଗୁଡ଼ିକୁ ଭୋଜନ କରିବ ନାହିଁ।


ତୁମ୍ଭେ ସୁଧ ନିମନ୍ତେ ବିଦେଶୀକୁ ଋଣ ଦେଇ ପାର; ମାତ୍ର ସୁଧ ପାଇବା ନିମନ୍ତେ ଆପଣା ଭାଇକୁ ଋଣ ଦେବ ନାହିଁ; ତହିଁରେ ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବେ।


ସଦାପ୍ରଭୁ ତୁମ୍ଭ ଅମାରରେ ଓ ଯେଉଁ ଯେଉଁ କର୍ମରେ ତୁମ୍ଭେ ହସ୍ତ ଦେବ, ସେହି ସବୁରେ ଆଶୀର୍ବାଦପ୍ରାପ୍ତି ଆଜ୍ଞା କରିବେ; ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତହିଁରେ ସେ ତୁମ୍ଭକୁ ଆଶୀର୍ବାଦ କରିବେ।


ତୁମ୍ଭେ ଜଳ ଉପରେ ଆପଣା ଭକ୍ଷ୍ୟ ପକାଅ, କାରଣ ଅନେକ ଦିନ ଉତ୍ତାରେ ତାହା ପାଇବ।


ତୁମ୍ଭେ ତାହାକୁ ମୁକ୍ତ କରି ବିଦାୟ କରିବା ବେଳେ ଏହା ତୁମ୍ଭ ଦୃଷ୍ଟିରେ କଠିନ ବୋଧ ନ ହେଉ; କାରଣ ସେ ଛଅ ବର୍ଷ ପର୍ଯ୍ୟନ୍ତ ଏକ ବେତନଜୀବୀର ଦ୍ୱିଗୁଣ ବେତନର ଦାସ୍ୟକର୍ମ କରିଅଛି; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସକଳ କାର୍ଯ୍ୟରେ ତୁମ୍ଭକୁ ଆଶୀର୍ବାଦ କରିବେ।


Swiv nou:

Piblisite


Piblisite