Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 15:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତୁମ୍ଭେ ବିଦେଶୀଠାରୁ ତାହା ଆଦାୟ କରି ପାରିବ; ମାତ୍ର ତୁମ୍ଭ ଭାଇଠାରେ ତୁମ୍ଭର ଯାହା କିଛି ଅଛି, ତୁମ୍ଭର ହସ୍ତ ତାହା କ୍ଷମା କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତୁମ୍ଭେ ବିଦେଶୀଠାରୁ ତାହା ଆଦାୟ କରି ପାରିବ; ମାତ୍ର ତୁମ୍ଭ ଭାଇଠାରେ ତୁମ୍ଭର ଯାହା କିଛି ଅଛି, ତୁମ୍ଭର ହସ୍ତ ତାହା କ୍ଷମା କରିବ।

Gade chapit la Kopi

ଓଡିଆ ବାଇବେଲ

3 ତୁମ୍ଭେ ବିଦେଶୀଠାରୁ ତାହା ଆଦାୟ କରି ପାରିବ; ମାତ୍ର ତୁମ୍ଭ ଭାଇଠାରେ ତୁମ୍ଭର ଯାହା କିଛି ଅଛି, ତୁମ୍ଭର ହସ୍ତ ତାହା କ୍ଷମା କରିବ।

Gade chapit la Kopi

ପବିତ୍ର ବାଇବଲ

3 ତୁମ୍ଭେମାନେ ବିଦେଶୀମାନଙ୍କଠାରୁ ଏହି ଋଣ ପରିଶୋଧ କରି ପାରିବ କିନ୍ତୁ ଆପଣା ଭାଇ ଇସ୍ରାଏଲୀୟବାସୀଙ୍କୁ ତାହା ଛାଡ଼ କରିଦେବ।

Gade chapit la Kopi




ଦ୍ଵିତୀୟ ବିବରଣ 15:3
8 Referans Kwoze  

ତୁମ୍ଭେ ସୁଧ ନିମନ୍ତେ ବିଦେଶୀକୁ ଋଣ ଦେଇ ପାର; ମାତ୍ର ସୁଧ ପାଇବା ନିମନ୍ତେ ଆପଣା ଭାଇକୁ ଋଣ ଦେବ ନାହିଁ; ତହିଁରେ ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବେ।


ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ୱାସୀ ସମସ୍ତଙ୍କର ମଙ୍ଗଳ କରୁ।


ଦାସ ଅନନ୍ତକାଳ ଗୃହରେ ରହେ ନାହିଁ, ପୁତ୍ର ଅନନ୍ତକାଳ ରହେ।


ତୁମ୍ଭେ ଯଦି ଆମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭର ପ୍ରତିବାସୀ କୌଣସି ଦରିଦ୍ର ଲୋକଙ୍କୁ ଋଣ ଦିଅ, ତେବେ ତାହା ପ୍ରତି ମହାଜନ ତୁଲ୍ୟ ହେବ ନାହିଁ ଓ ତାହାଠାରୁ ସୁଧ ନେବ ନାହିଁ।


ଋଣକ୍ଷମାର ବ୍ୟବସ୍ଥା ଏହି ଯେ ପ୍ରତ୍ୟେକ ମହାଜନ ଆପଣା ପ୍ରତିବାସୀକୁ ଯେଉଁ ଋଣ ଦେଇଥାଏ, ତାହା ସେ କ୍ଷମା କରିବ; ସେ ଆପଣା ପ୍ରତିବାସୀ ଓ ଆପଣା ଭାଇଠାରୁ ଋଣ ଆଦାୟ କରିବ ନାହିଁ; କାରଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଋଣକ୍ଷମାର ଘୋଷଣା ହୋଇଅଛି।


ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ମାନତ ମନାସିଲେ, ତାହା ଦେବାକୁ ବିଳମ୍ବ କରିବ ନାହିଁ; କାରଣ ତାହା ତୁମ୍ଭର ପାପ ହେବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅବଶ୍ୟ ତୁମ୍ଭଠାରୁ ତାହା ଆଦାୟ କରିବେ।


Swiv nou:

Piblisite


Piblisite