Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 15:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ କରିବ ନାହିଁ; ଆଉ ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କରିବ, ମାତ୍ର ସେମାନେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବେ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପ୍ରତି ଆପଣା ପ୍ରତିଜ୍ଞାନୁସାରେ ତୁମ୍ଭକୁ ଆଶୀର୍ବାଦ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପୁଣି ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ କରିବ ନାହିଁ; ଆଉ ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କ ଉପରେ କର୍ତ୍ତୃତ୍ଵ କରିବ, ମାତ୍ର ସେମାନେ ତୁମ୍ଭ ଉପରେ କର୍ତ୍ତୃତ୍ଵ କରିବେ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ପ୍ରତି ଆପଣା ପ୍ରତିଜ୍ଞାନୁସାରେ ତୁମ୍ଭକୁ ଆଶୀର୍ବାଦ କରିବେ।

Gade chapit la Kopi

ଓଡିଆ ବାଇବେଲ

6 ପୁଣି ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ କରିବ ନାହିଁ; ଆଉ ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କରିବ, ମାତ୍ର ସେମାନେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବେ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପ୍ରତି ଆପଣା ପ୍ରତିଜ୍ଞାନୁସାରେ ତୁମ୍ଭକୁ ଆଶୀର୍ବାଦ କରିବେ।

Gade chapit la Kopi

ପବିତ୍ର ବାଇବଲ

6 ତେବେ ତାଙ୍କର ପ୍ରତିଜ୍ଞା ଅନୁସାରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭମାନଙ୍କୁ ଆଶୀର୍ବାଦ କରିବେ। ଏବଂ ତୁମ୍ଭେମାନେ ଅନେକ ରାଷ୍ଟ୍ରମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ କରିବ ନାହିଁ। ତୁମ୍ଭେମାନେ ଅନ୍ୟରାଷ୍ଟ୍ରମାନଙ୍କୁ ଶାସନ କରିବ ମାତ୍ର ତୁମ୍ଭ ଉପରେ କେହି ଶାସନ କରି ପାରିବେ ନାହିଁ।

Gade chapit la Kopi




ଦ୍ଵିତୀୟ ବିବରଣ 15:6
14 Referans Kwoze  

ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି, ପରିଶୋଧ ନେବାର ଆଶା ନ ରଖି ଋଣ ଦିଅ; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ମହାନ ଈଶ୍ବରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି ଦୟାଳୁ ଅଟନ୍ତି।


ଧନବାନ ଦରିଦ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି, ଋଣୀ ମହାଜନର ଦାସ ହୁଏ।


ପୁଣି, ଶଲୋମନ (ଫରାତ୍‍) ନଦୀଠାରୁ ପଲେଷ୍ଟୀୟମାନଙ୍କ ଦେଶ ଓ ମିସର-ସୀମା ପର୍ଯ୍ୟନ୍ତ ସମସ୍ତ ରାଜ୍ୟ ଉପରେ ରାଜତ୍ୱ କଲେ; ଶଲୋମନଙ୍କର ଯାବଜ୍ଜୀବନ ସେମାନେ ଭେଟି ଆଣିଲେ ଓ ତାଙ୍କର ସେବା କଲେ।


ଦୁଷ୍ଟ ଲୋକ ଋଣ କରି ପରିଶୋଧ କରେ ନାହିଁ। ମାତ୍ର ଧାର୍ମିକ ଲୋକ ଦୟା ବ୍ୟବହାର କରି ଦାନ କରେ।


ମଧ୍ୟ ଯିରୂଶାଲମରେ ପରାକ୍ରାନ୍ତ ରାଜାଗଣ ଥିଲେ, ସେମାନେ ନଦୀ ସେପାରିସ୍ଥ ସମସ୍ତ ଦେଶରେ ରାଜତ୍ୱ କଲେ; ଆଉ, ସେମାନଙ୍କୁ କର, ରାଜସ୍ୱ ଓ ମାଶୁଲ ଦିଆଗଲା।


ଏହେତୁ ତୁମ୍ଭେ ସେମାନଙ୍କୁ ବିପକ୍ଷଗଣ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ କ୍ଳେଶ ଦେଲେ; ମାତ୍ର କ୍ଳେଶ ସମୟରେ ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କରନ୍ତେ, ତୁମ୍ଭେ ସ୍ୱର୍ଗରୁ ତାହା ଶୁଣିଲ; ଆଉ, ଆପଣାର ବହୁବିଧ ଦୟାନୁସାରେ ସେମାନଙ୍କୁ ସେମାନଙ୍କ ବିପକ୍ଷଗଣ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ।


ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ ହୁଏ; ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ।


ସେ ସାରାଦିନ ଦୟା ବ୍ୟବହାର କରି ଉଧାର ଦିଏ; ପୁଣି, ତାହାର ସନ୍ତାନଗଣ ଆଶୀର୍ବାଦ ପାଆନ୍ତି।


କାରଣ, ସେ ତିପ୍ସହଠାରୁ ଘସା ପର୍ଯ୍ୟନ୍ତ (ଫରାତ୍‍) ନଦୀର ଏପାରିସ୍ଥିତ ସମସ୍ତ ଅଞ୍ଚଳର ରାଜାମାନଙ୍କ ଉପରେ କର୍ତ୍ତୃତ୍ୱ କଲେ; ପୁଣି, ତାଙ୍କର ଚତୁର୍ଦ୍ଦିଗସ୍ଥ ସବୁଆଡ଼େ ଶାନ୍ତି ଥିଲା।


ଆଉ, ସେ (ଫରାତ୍‍) ନଦୀଠାରୁ ପଲେଷ୍ଟୀୟମାନଙ୍କର ଦେଶ ଓ ମିସରର ସୀମା ପର୍ଯ୍ୟନ୍ତ ସମସ୍ତ ରାଜା ଉପରେ ରାଜତ୍ୱ କଲେ।


ସେ ତୁମ୍ଭକୁ ଋଣ ଦେବ, ମାତ୍ର ତୁମ୍ଭେ ତାହାକୁ ଋଣ ଦେଇ ପାରିବ ନାହିଁ; ସେ ମସ୍ତକ ହେବ, ତୁମ୍ଭେ ଲାଙ୍ଗୁଳ ହେବ।


ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାର କରିବା ପାଇଁ ତୁମ୍ଭକୁ ଯେଉଁ ଦେଶ ଦେଇଅଛନ୍ତି, ସେଠାରେ ସେ ନିଶ୍ଚୟ ତୁମ୍ଭକୁ ଆଶୀର୍ବାଦ କରିବେ।


ତୁମ୍ଭ ଦାସର ବଂଶ ତୁମ୍ଭ ସମ୍ମୁଖରେ ଅନନ୍ତକାଳସ୍ଥାୟୀ ହେବା ପାଇଁ ତୁମ୍ଭେ ଅନୁଗ୍ରହ କରି ତାହାକୁ ଆଶୀର୍ବାଦ କରିଅଛ; କାରଣ, ହେ ସଦାପ୍ରଭୋ, ତୁମ୍ଭେ ଆଶୀର୍ବାଦ କରିଅଛ, ଏଣୁ ତାହା ଅନନ୍ତକାଳ ଆଶୀର୍ବାଦଯୁକ୍ତ ଅଟେ।”


Swiv nou:

Piblisite


Piblisite