Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 15:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମାତ୍ର ତୁମ୍ଭେ ତାହା ପ୍ରତି ନିଶ୍ଚୟ ଆପଣା ହସ୍ତ ମୁକ୍ତ କରିବ, ପୁଣି ଯାହା ସେ ଚାହେଁ, ତାହାର ପ୍ରୟୋଜନାନୁସାରେ ତୁମ୍ଭେ ତାହା ଯଥେଷ୍ଟ ରୂପେ ତାହାକୁ ନିଶ୍ଚୟ ଋଣ ଦେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ମାତ୍ର ତୁମ୍ଭେ ତାହା ପ୍ରତି ନିଶ୍ଚୟ ଆପଣା ହସ୍ତ ମୁକ୍ତ କରିବ, ପୁଣି ଯାହା ସେ ଚାହେଁ, ତାହାର ପ୍ରୟୋଜନାନୁସାରେ ତୁମ୍ଭେ ତାହା ଯଥେଷ୍ଟ ରୂପେ ତାହାକୁ ନିଶ୍ଚୟ ଋଣ ଦେବ।

Gade chapit la Kopi

ଓଡିଆ ବାଇବେଲ

8 ମାତ୍ର ତୁମ୍ଭେ ତାହା ପ୍ରତି ନିଶ୍ଚୟ ଆପଣା ହସ୍ତ ମୁକ୍ତ କରିବ, ପୁଣି ଯାହା ସେ ଚାହେଁ, ତାହାର ପ୍ରୟୋଜନାନୁସାରେ ତୁମ୍ଭେ ତାହା ଯଥେଷ୍ଟ ରୂପେ ତାହାକୁ ନିଶ୍ଚୟ ଋଣ ଦେବ।

Gade chapit la Kopi

ପବିତ୍ର ବାଇବଲ

8 ତୁମ୍ଭେ ସେମାନଙ୍କ ପ୍ରତି କୃପା ଦୃଷ୍ଟି ରଖିବ, ତାହାର ପ୍ରୟୋଜନ ଅନୁସାରେ ତୁମ୍ଭେ ତାଙ୍କୁ ଯଥେଷ୍ଟ ରୂପେ ଋଣ ଦେବ।

Gade chapit la Kopi




ଦ୍ଵିତୀୟ ବିବରଣ 15:8
6 Referans Kwoze  

ପୁଣି, ଯେଉଁମାନଙ୍କଠାରୁ ତୁମ୍ଭମାନଙ୍କର ପାଇବାର ଆଶା ଥାଏ, ସେମାନଙ୍କୁ ଋଣ ଦେଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? ପାପୀମାନେ ସୁଦ୍ଧା ସମାନ ପରିମାଣରେ ପରିଶୋଧ ପାଇବା ନିମନ୍ତେ ପାପୀମାନଙ୍କୁ ଋଣ ଦିଅନ୍ତି।


ଯେ ତୁମ୍ଭକୁ ମାଗେ, ତାହାକୁ ଦିଅ, ପୁଣି, ଯେ ତୁମ୍ଭଠାରୁ ଋଣ ନେବାକୁ ଇଚ୍ଛା କରେ, ତାହା ପ୍ରତି ବିମୁଖ ହୁଅ ନାହିଁ।


ଆମ୍ଭେମାନେ ଯେପରି ଦରିଦ୍ରମାନଙ୍କୁ ସ୍ମରଣ କରୁ, କେବଳ ଏହା ସେମାନେ ଆମ୍ଭମାନଙ୍କୁ କହିଥିଲେ; ତାହା କରିବା ନିମନ୍ତେ ମୁଁ ମଧ୍ୟ ଉଦ୍‍ଯୋଗୀ ଥିଲି।


ସେ ସାରାଦିନ ଦୟା ବ୍ୟବହାର କରି ଉଧାର ଦିଏ; ପୁଣି, ତାହାର ସନ୍ତାନଗଣ ଆଶୀର୍ବାଦ ପାଆନ୍ତି।


ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।


ଆଉ ଯଦି ତୁମ୍ଭର ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ତାହାର ହାତ ପଡ଼ିଯାଏ, ତେବେ ତୁମ୍ଭେ ତାହାକୁ ଧରି ରଖିବ; ସେ ବିଦେଶୀ ଓ ପ୍ରବାସୀ ପରି ତୁମ୍ଭ ସହିତ ଜୀବନ ଯାପନ କରିବ।


Swiv nou:

Piblisite


Piblisite