Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 16:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଆବୀବ୍‍ ମାସକୁ ମାନ୍ୟ କର ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କର; କାରଣ ଆବୀବ୍‍ ମାସରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ରାତ୍ରିକାଳରେ ମିସରରୁ ବାହାର କରି ଆଣିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଆବୀବ୍ ମାସକୁ ମାନ୍ୟ କର ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କର; କାରଣ ଆବୀବ୍ ମାସରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ରାତ୍ରି କାଳରେ ମିସରରୁ ବାହାର କରି ଆଣିଲେ।

Gade chapit la Kopi

ଓଡିଆ ବାଇବେଲ

1 ଆବୀବ୍‍ ମାସକୁ ମାନ୍ୟ କର ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କର; କାରଣ ଆବୀବ୍‍ ମାସରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ରାତ୍ରି କାଳରେ ମିସରରୁ ବାହାର କରି ଆଣିଲେ।

Gade chapit la Kopi

ପବିତ୍ର ବାଇବଲ

1 “ଆବୀବ ମାସର ପର୍ବକୁ ରଖ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କୁ ସମ୍ମାନ ଦେବା ପାଇଁ ନିସ୍ତାରପର୍ବ ପାଳନ କର। କାରଣ ଆବୀବ ମାସରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ରାତ୍ରିକାଳରେ ମିଶରରୁ ବାହାର କରି ଆଣିଲେ।

Gade chapit la Kopi




ଦ୍ଵିତୀୟ ବିବରଣ 16:1
16 Referans Kwoze  

ତୁମ୍ଭେ ତାଡ଼ିଶୂନ୍ୟ ରୁଟିର ଉତ୍ସବ ପାଳନ କରିବ, ପୁଣି, ଆବୀବ୍‍ ମାସର ଯେଉଁ ସମୟରେ ଯେରୂପ କରିବାକୁ ତୁମ୍ଭକୁ ଆଜ୍ଞା ଦେଇଅଛୁ, ସେହିରୂପେ ତୁମ୍ଭେ ସାତ ଦିନ ତାଡ଼ିଶୂନ୍ୟ ରୁଟି ଖାଇବ; କାରଣ ସେହି ଆବୀବ୍‍ ମାସରେ ତୁମ୍ଭେ ମିସର ଦେଶରୁ ବାହାର ହୋଇ ଆସିଥିଲ।


ତୁମ୍ଭେମାନେ ଆବୀବ୍‍ ମାସର ଏହି ଦିନରେ ବାହାର ହେଲ।


ଆହୁରି ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ସଦାପ୍ରଭୁଙ୍କର ନିସ୍ତାର ପର୍ବ ହେବ।


ପ୍ରଥମ ମାସରେ, ମାସର ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ହେବ।


ତାଡ଼ିଶୂନ୍ୟ ରୁଟିର ଉତ୍ସବ ପାଳନ କରିବ; ଆମ୍ଭ ଆଜ୍ଞାନୁସାରେ ଆବୀବ୍‍ ମାସର ନିରୂପିତ ସମୟରେ ସାତ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ, ଯେହେତୁ ତୁମ୍ଭେ ସେହି ସମୟରେ ମିସର ଦେଶରୁ ମୁକ୍ତି ପାଇଅଛ; ପୁଣି, କେହି ରିକ୍ତ ହସ୍ତରେ ଆମ୍ଭ ନିକଟରେ ଉପସ୍ଥିତ ହେବ ନାହିଁ।


ତାହାଙ୍କ ପିତାମାତା ପ୍ରତିବର୍ଷ ନିସ୍ତାର ପର୍ବ ସମୟରେ ଯିରୂଶାଲମ ସହରକୁ ଯାଉଥିଲେ।


ସେତେବେଳେ ଯିହୁଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ହୋଇଥିଲା, ଆଉ ଯୀଶୁ ଯିରୂଶାଲମ ସହରକୁ ଗଲେ।


ଏଥିଉତ୍ତାରେ ଯିହୁଦୀମାନଙ୍କର ଗୋଟିଏ ପର୍ବ ପଡ଼ିଲା, ଆଉ ଯୀଶୁ ଯିରୂଶାଲମ ସହରକୁ ଯାତ୍ରା କଲେ।


ସେତେବେଳେ ଯିହୁଦୀମାନଙ୍କ ନିସ୍ତାର ପର୍ବ ନିକଟବର୍ତ୍ତୀ ଥିଲା।


ପୁଣି ସଦାପ୍ରଭୁ ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗୋମେଷାଦି ପଲରୁ ନିସ୍ତାରପର୍ବୀୟ ବଳିଦାନ କରିବ।


ଏହି ପ୍ରକାରେ ସଦାପ୍ରଭୁ ସେହି ଦିନ ସୈନ୍ୟଶ୍ରେଣୀବଦ୍ଧ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିଲେ।


ଏଥିଉତ୍ତାରେ ମୋଶା ଲୋକମାନଙ୍କୁ କହିଲେ, “ଏହି ଦିନ ସ୍ମରଣରେ ରଖ, ଯେହେତୁ ଏହି ଦିନରେ ତୁମ୍ଭେମାନେ ଦାସଗୃହ ସ୍ୱରୂପ ମିସରରୁ ବାହାର ହେଲ, ଆଉ ସଦାପ୍ରଭୁ ବାହୁ ବଳ ଦ୍ୱାରା ସେଠାରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ; ଏଥିରେ ତାଡ଼ି ମିଶ୍ରିତ ରୁଟି ଭୋଜନ କରାଯିବ ନାହିଁ।


ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବ।


Swiv nou:

Piblisite


Piblisite