ଦ୍ଵିତୀୟ ବିବରଣ 16:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଶୀର୍ବାଦ ଅନୁସାରେ ତୁମ୍ଭେ ପ୍ରଚୁର ପରିମାଣରେ ଆପଣା ହସ୍ତର ସ୍ଵେଚ୍ଛାଦତ୍ତ ଉପହାର ଦେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସପ୍ତାହ ସମୂହର ଉତ୍ସବ ପାଳନ କରିବ; Gade chapit laପବିତ୍ର ବାଇବଲ (Re-edited) - (BSI)10 ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଆଶୀର୍ବାଦ ଅନୁସାରେ ତୁମ୍ଭେ ପ୍ରଚୁର ପରିମାଣରେ ଆପଣା ହସ୍ତର ସ୍ଵେଚ୍ଛାଦତ୍ତ ଉପହାର ଦେଇ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ସପ୍ତାହସମୂହର ଉତ୍ସବ ପାଳନ କରିବ; Gade chapit laଓଡିଆ ବାଇବେଲ10 ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଶୀର୍ବାଦ ଅନୁସାରେ ତୁମ୍ଭେ ପ୍ରଚୁର ପରିମାଣରେ ଆପଣା ହସ୍ତର ସ୍ଵେଚ୍ଛାଦତ୍ତ ଉପହାର ଦେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସପ୍ତାହ ସମୂହର ଉତ୍ସବ ପାଳନ କରିବ; Gade chapit laପବିତ୍ର ବାଇବଲ10 ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଆଶୀର୍ବାଦ ଅନୁସାରେ ତୁମ୍ଭେ ପ୍ରଚୁର ପରିମାଣରେ ଆପଣା ହସ୍ତର ସ୍ୱେଚ୍ଛାଦତ୍ତ ଉପହାର ଦେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସପ୍ତାହ ସମୂହର ଉତ୍ସବ ପାଳନ କରିବ। Gade chapit la |
ଆଉ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ; ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ ଓ ପିତୃହୀନ ଓ ବିଧବା (ତୁମ୍ଭେ) ସମସ୍ତେ ଆନନ୍ଦ କରିବ।