ଦ୍ଵିତୀୟ ବିବରଣ 16:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତୁମ୍ଭେ ଆପଣା ଶସ୍ୟମର୍ଦ୍ଦନ ସ୍ଥାନରୁ ଓ ଆପଣା ଦ୍ରାକ୍ଷାଯନ୍ତ୍ରରୁ ସଂଗ୍ରହ କଲା ଉତ୍ତାରେ ସାତ ଦିନ ପତ୍ରକୁଟୀର ପର୍ବ ପାଳନ କରିବ; Gade chapit laପବିତ୍ର ବାଇବଲ (Re-edited) - (BSI)13 ତୁମ୍ଭେ ଆପଣା ଶସ୍ୟମର୍ଦ୍ଦନ ସ୍ଥାନରୁ ଓ ଆପଣା ଦ୍ରାକ୍ଷାଯନ୍ତ୍ରରୁ ସଂଗ୍ରହ କଲା ଉତ୍ତାରେ ସାତ ଦିନ ପତ୍ରକୁଟୀର ପର୍ବ ପାଳନ କରିବ; Gade chapit laଓଡିଆ ବାଇବେଲ13 ତୁମ୍ଭେ ଆପଣା ଶସ୍ୟମର୍ଦ୍ଦନ ସ୍ଥାନରୁ ଓ ଆପଣା ଦ୍ରାକ୍ଷାଯନ୍ତ୍ରରୁ ସଂଗ୍ରହ କଲା ଉତ୍ତାରେ ସାତ ଦିନ ପତ୍ରକୁଟୀର ପର୍ବ ପାଳନ କରିବ; Gade chapit laପବିତ୍ର ବାଇବଲ13 “ତୁମ୍ଭେମାନେ ଯେତେବେଳେ ଖଳାରୁ ଶସ୍ୟ ସଂଗ୍ରହ କରି ସାରିଲା ପରେ ଓ ଯେତେବେଳେ ଆପଣା ଦ୍ରାକ୍ଷାକ୍ଷେତ୍ରରୁ ସଂଗ୍ରହ କଲାପରେ ସାତ ଦିନ ପାଇଁ କୁଟୀରପର୍ବ ପାଳନ କରିବ। Gade chapit la |