ଦ୍ଵିତୀୟ ବିବରଣ 16:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭେ ତାହା ସହିତ ତାଡ଼ିଯୁକ୍ତ କିଛି ଭୋଜନ କରିବ ନାହିଁ; ତୁମ୍ଭେ ସାତ ଦିନ ପର୍ଯ୍ୟନ୍ତ ତାହା ସହିତ ତାଡ଼ିଶୂନ୍ୟ, ଅର୍ଥାତ୍, ଦୁଃଖରୂପ ରୁଟି ଭୋଜନ କରିବ; କାରଣ ତୁମ୍ଭେ ତରତର ହୋଇ ମିସରରୁ ବାହାର ହୋଇଥିଲ; ଏଣୁ ତୁମ୍ଭେ ଯାବଜ୍ଜୀବନ ମିସର ଦେଶରୁ ଆପଣା ବାହାରିବାର ଦିନ ସ୍ମରଣ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭେ ତାହା ସହିତ ତାଡ଼ିଯୁକ୍ତ କିଛି ଭୋଜନ କରିବ ନାହିଁ; ତୁମ୍ଭେ ସାତ ଦିନ ପର୍ଯ୍ୟନ୍ତ ତାହା ସହିତ ତାଡ଼ିଶୂନ୍ୟ, ଅର୍ଥାତ୍, ଦୁଃଖରୂପ ରୋଟୀ ଭୋଜନ କରିବ; କାରଣ ତୁମ୍ଭେ ତରତର ହୋଇ ମିସରରୁ ବାହାର ହୋଇଥିଲ; ଏଣୁ ତୁମ୍ଭେ ଯାବଜ୍ଜୀବନ ମିସର ଦେଶରୁ ଆପଣା ବାହାରିବାର ଦିନ ସ୍ମରଣ କରିବ। Gade chapit laଓଡିଆ ବାଇବେଲ3 ତୁମ୍ଭେ ତାହା ସହିତ ତାଡ଼ିଯୁକ୍ତ କିଛି ଭୋଜନ କରିବ ନାହିଁ; ତୁମ୍ଭେ ସାତ ଦିନ ପର୍ଯ୍ୟନ୍ତ ତାହା ସହିତ ତାଡ଼ିଶୂନ୍ୟ, ଅର୍ଥାତ୍, ଦୁଃଖରୂପ ରୁଟି ଭୋଜନ କରିବ; କାରଣ ତୁମ୍ଭେ ତରତର ହୋଇ ମିସରରୁ ବାହାର ହୋଇଥିଲ; ଏଣୁ ତୁମ୍ଭେ ଯାବଜ୍ଜୀବନ ମିସର ଦେଶରୁ ଆପଣା ବାହାରିବାର ଦିନ ସ୍ମରଣ କରିବ। Gade chapit laପବିତ୍ର ବାଇବଲ3 ତୁମ୍ଭେମାନେ ଏହି ପର୍ବରେ ଖମୀର ଭୋଜନ କରିବା ଉଚିତ୍ ନୁହଁ। ସାତ ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ‘ତାଡ଼ି ଶୂନ୍ୟ ରୋଟୀ’ ଭୋଜନ କରିବା ଉଚିତ୍, ଗରିବର ରୋଟୀ। କାରଣ ତରବର ହୋଇ ତୁମ୍ଭେମାନେ ମିଶର ଦେଶ ପରିତ୍ୟାଗ କଲ। ଏହିପରି ଭାବରେ ତୁମ୍ଭ ଜୀବନ ସାରା ମିଶର ଦେଶରୁ ଆସିଥିବା କଥା ମନେ ରଖିବ। Gade chapit la |
ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।