ଦ୍ଵିତୀୟ ବିବରଣ 16:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି ସାତ ଦିନ ତୁମ୍ଭର ସମସ୍ତ ଅଞ୍ଚଳରେ ତାଡ଼ି ଦେଖା ନ ଯାଉ ଅବା ପ୍ରଥମ ଦିନର ସନ୍ଧ୍ୟା ବେଳେ ତୁମ୍ଭେ ଯେଉଁ ବଳି ଉତ୍ସର୍ଗ କରିବ, ତହିଁର କିଛି ମାଂସ ରାତ୍ରିଯାକ ପ୍ରଭାତ ପର୍ଯ୍ୟନ୍ତ ଅବଶିଷ୍ଟ ନ ରହୁ। Gade chapit laପବିତ୍ର ବାଇବଲ (Re-edited) - (BSI)4 ପୁଣି ସାତ ଦିନ ତୁମ୍ଭର ସମସ୍ତ ଅଞ୍ଚଳରେ ତାଡ଼ି ଦେଖା ନ ଯାଉ; ଅବା ପ୍ରଥମ ଦିନର ସନ୍ଧ୍ୟା ବେଳେ ତୁମ୍ଭେ ଯେଉଁ ବଳି ଉତ୍ସର୍ଗ କରିବ, ତହିଁର କିଛି ମାଂସ ରାତ୍ରିଯାକ ପ୍ରଭାତ ପର୍ଯ୍ୟନ୍ତ ଅବଶିଷ୍ଟ ନ ରହୁ। Gade chapit laଓଡିଆ ବାଇବେଲ4 ପୁଣି ସାତ ଦିନ ତୁମ୍ଭର ସମସ୍ତ ଅଞ୍ଚଳରେ ତାଡ଼ି ଦେଖା ନ ଯାଉ ଅବା ପ୍ରଥମ ଦିନର ସନ୍ଧ୍ୟା ବେଳେ ତୁମ୍ଭେ ଯେଉଁ ବଳି ଉତ୍ସର୍ଗ କରିବ, ତହିଁର କିଛି ମାଂସ ରାତ୍ରିଯାକ ପ୍ରଭାତ ପର୍ଯ୍ୟନ୍ତ ଅବଶିଷ୍ଟ ନ ରହୁ। Gade chapit laପବିତ୍ର ବାଇବଲ4 ଏବଂ ସାତ ଦିନ ତୁମ୍ଭର ସବୁଆଡ଼େ ତାଡ଼ି ଦେଖା ନ ଯାଉ। ପ୍ରଥମ ଦିନର ସନ୍ଧ୍ୟା ସମୟରେ ତୁମ୍ଭେ ଯେଉଁ ବଳି ଉତ୍ସର୍ଗ କରିବ, ତହିଁର କିଛି ମାଂସ ପ୍ରଭାତ ପର୍ଯ୍ୟନ୍ତ ଅବଶିଷ୍ଟ ନ ରହୁ। Gade chapit la |