Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 16:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ତାହା ପାକ କରି ଭୋଜନ କରିବ; ତହୁଁ ତୁମ୍ଭେ ପ୍ରାତଃକାଳରେ ଆପଣା ତମ୍ବୁକୁ ଫେରିଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ତାହା ପାକ କରି ଭୋଜନ କରିବ; ତହୁଁ ତୁମ୍ଭେ ପ୍ରାତଃକାଳରେ ଆପଣା ତମ୍ଵୁକୁ ଫେରିଯିବ।

Gade chapit la Kopi

ଓଡିଆ ବାଇବେଲ

7 ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ତାହା ପାକ କରି ଭୋଜନ କରିବ; ତହୁଁ ତୁମ୍ଭେ ପ୍ରାତଃକାଳରେ ଆପଣା ତମ୍ବୁକୁ ଫେରିଯିବ।

Gade chapit la Kopi

ପବିତ୍ର ବାଇବଲ

7 ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ତାହା ରାନ୍ଧି ଭୋଜନ କରିବ। ତହୁଁ ତୁମ୍ଭେ ପ୍ରଭାତରେ ଆପଣା ତମ୍ବୁକୁ ଫେରିଯିବ।

Gade chapit la Kopi




ଦ୍ଵିତୀୟ ବିବରଣ 16:7
10 Referans Kwoze  

ଏଉତ୍ତାରେ ସେମାନେ ବିଧାନାନୁସାରେ ନିସ୍ତାର ପର୍ବର ବଳି ଅଗ୍ନିରେ ପାକ କଲେ; ଆଉ, ସେମାନେ ଅନ୍ୟାନ୍ୟ ପବିତ୍ର ବଳି ହାଣ୍ଡିରେ ଓ ହଣ୍ଡାରେ ଓ କରେଇରେ ସିଦ୍ଧ କଲେ ଓ ଲୋକମାନଙ୍କ ସନ୍ତାନଗଣ ନିକଟକୁ ତାହାସବୁ ଶୀଘ୍ର ନେଇ ପରିବେଷଣ କଲେ।


ଯିହୁଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ଥିଲା, ପୁଣି, ପଲ୍ଲୀଗ୍ରାମଗୁଡ଼ିକରୁ ଅନେକେ ଆପଣା ଆପଣାକୁ ଶୁଚି କରିବା ନିମନ୍ତେ ନିସ୍ତାର ପର୍ବ ପୂର୍ବେ ଯିରୂଶାଲମ ସହରକୁ ଯାତ୍ରା କଲେ।


ନିସ୍ତାର ପର୍ବର ଉତ୍ସବ ସମୟରେ ସେ ଯିରୂଶାଲମ ସହରରେ ଥିବା ସମୟରେ ଅନେକେ ତାହାଙ୍କ ସାଧିତ ଆଶ୍ଚର୍ଯ୍ୟକର୍ମଗୁଡ଼ିକ ଦେଖି ତାହାଙ୍କ ନାମରେ ବିଶ୍ୱାସ କଲେ,


ସେତେବେଳେ ଯିହୁଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ହୋଇଥିଲା, ଆଉ ଯୀଶୁ ଯିରୂଶାଲମ ସହରକୁ ଗଲେ।


ମାତ୍ର ଯୋଶୀୟ ରାଜାଙ୍କ ରାଜତ୍ଵର ଅଠର ବର୍ଷରେ ଏହି ନିସ୍ତାର ପର୍ବ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯିରୂଶାଲମରେ ପାଳନ କରାଗଲା।


ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସନ୍ଧ୍ୟା ସମୟରେ, ସୂର୍ଯ୍ୟାସ୍ତ ବେଳେ ତୁମ୍ଭେ ମିସରରୁ ବାହାରିବା ଋତୁରେ ନିସ୍ତାରପର୍ବୀୟ ବଳିଦାନ କରିବ।


ପୁଣି ସଦାପ୍ରଭୁ ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗୋମେଷାଦି ପଲରୁ ନିସ୍ତାରପର୍ବୀୟ ବଳିଦାନ କରିବ।


ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ରଖିବା ନିମନ୍ତେ ତୁମ୍ଭମାନଙ୍କ ସମସ୍ତ ବଂଶ ମଧ୍ୟରୁ ଯେଉଁ ସ୍ଥାନ ମନୋନୀତ କରିବେ, ତାହାଙ୍କ ସେହି ନିବାସ ସ୍ଥାନ ତୁମ୍ଭେମାନେ ଅନ୍ୱେଷଣ କରିବ ଓ ସେହି ସ୍ଥାନକୁ ତୁମ୍ଭେ ଯିବ;


Swiv nou:

Piblisite


Piblisite