ଦ୍ଵିତୀୟ ବିବରଣ 17:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହୁଁ ସଦାପ୍ରଭୁଙ୍କ ମନୋନୀତ ସ୍ଥାନରୁ ସେମାନେ ତୁମ୍ଭକୁ ଯେଉଁ ନିଷ୍ପତ୍ତି ଜଣାଇବେ, ତହିଁର ମର୍ମ ଅନୁସାରେ ତୁମ୍ଭେ କର୍ମ କରିବ ଓ ସେମାନେ ତୁମ୍ଭକୁ ଯାହା ଶିଖାଇବେ, ତୁମ୍ଭେ ତଦନୁସାରେ କରିବାକୁ ମନୋଯୋଗ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)10 ତହୁଁ ସଦାପ୍ରଭୁଙ୍କ ମନୋନୀତ ସ୍ଥାନରୁ ସେମାନେ ତୁମ୍ଭକୁ ଯେଉଁ ନିଷ୍ପତ୍ତି ଜଣାଇବେ, ତହିଁର ମର୍ମ ଅନୁସାରେ ତୁମ୍ଭେ କର୍ମ କରିବ ଓ ସେମାନେ ତୁମ୍ଭକୁ ଯାହା ଶିଖାଇବେ, ତୁମ୍ଭେ ତଦନୁସାରେ କରିବାକୁ ମନୋଯୋଗ କରିବ। Gade chapit laଓଡିଆ ବାଇବେଲ10 ତହୁଁ ସଦାପ୍ରଭୁଙ୍କ ମନୋନୀତ ସ୍ଥାନରୁ ସେମାନେ ତୁମ୍ଭକୁ ଯେଉଁ ନିଷ୍ପତ୍ତି ଜଣାଇବେ, ତହିଁର ମର୍ମ ଅନୁସାରେ ତୁମ୍ଭେ କର୍ମ କରିବ ଓ ସେମାନେ ତୁମ୍ଭକୁ ଯାହା ଶିଖାଇବେ, ତୁମ୍ଭେ ତଦନୁସାରେ କରିବାକୁ ମନୋଯୋଗ କରିବ। Gade chapit laପବିତ୍ର ବାଇବଲ10 ତେଣୁ ସଦାପ୍ରଭୁ ମନୋନୀତ ସ୍ଥାନରୁ ସେମାନେ ତୁମ୍ଭକୁ ଯେଉଁ ନିଷ୍ପତ୍ତି ଜଣାଇବେ, ତହିଁର ମର୍ମ ଅନୁସାରେ ତୁମ୍ଭେ କର୍ମ କରିବ। Gade chapit la |