ଦ୍ଵିତୀୟ ବିବରଣ 17:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତାହାର ପ୍ରାଣଦଣ୍ଡ କରିବା ପାଇଁ ତାହା ଉପରେ ପ୍ରଥମେ ସାକ୍ଷୀମାନଙ୍କର ହସ୍ତ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କର ହସ୍ତ ଉଠିବ। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)7 ତାହାର ପ୍ରାଣଦଣ୍ତ କରିବା ପାଇଁ ତାହା ଉପରେ ପ୍ରଥମେ ସାକ୍ଷୀମାନଙ୍କର ହସ୍ତ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କର ହସ୍ତ ଉଠିବ। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ। Gade chapit laଓଡିଆ ବାଇବେଲ7 ତାହାର ପ୍ରାଣଦଣ୍ଡ କରିବା ପାଇଁ ତାହା ଉପରେ ପ୍ରଥମେ ସାକ୍ଷୀମାନଙ୍କର ହସ୍ତ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କର ହସ୍ତ ଉଠିବ। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ। Gade chapit laପବିତ୍ର ବାଇବଲ7 ସାକ୍ଷୀମାନେ ପ୍ରଥମେ ସେହି ଲୋକକୁ ମାରିବା ପାଇଁ ପ୍ରଥମେ ପଥର ଫିଙ୍ଗିବେ। ଏହା ପରେ ଅନ୍ୟ ସମସ୍ତ ଲୋକେ ତାକୁ ପଥରମାନ ଫିଙ୍ଗି ମାରିବେ। ଏହିପରି ଭାବରେ ତୁମ୍ଭମାନଙ୍କ ମଧ୍ୟରୁ ଦୁଷ୍ଟ ଲୋକମାନଙ୍କୁ ବାହାର କରିବ। Gade chapit la |
ସେହି ଭବିଷ୍ୟଦ୍ବକ୍ତାର କି ସ୍ୱପ୍ନଦର୍ଶକର ପ୍ରାଣଦଣ୍ଡ ହେବ; କାରଣ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ ଓ ଦାସ୍ୟଗୃହରୁ ତୁମ୍ଭକୁ ମୁକ୍ତ କଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ପଥରେ ଗମନ କରିବା ନିମନ୍ତେ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ତହିଁରୁ ଭୁଲାଇ ନେଇଯିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ସେ ବିଦ୍ରୋହର କଥା କହିଅଛି। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତାକୁ ଉଚ୍ଛିନ୍ନ କରିବ।