Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 18:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର, ଓ ଆପଣା ତୈଳର ଓ ଆପଣା ମେଷଲୋମର ଅଗ୍ରିମାଂଶ ତାହାକୁ ଦେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର ଓ ଆପଣା ତୈଳର ଓ ଆପଣା ମେଷଲୋମର ଅଗ୍ରୀମାଂଶ ତାହାକୁ ଦେବ।

Gade chapit la Kopi

ଓଡିଆ ବାଇବେଲ

4 ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର, ଓ ଆପଣା ତୈଳର ଓ ଆପଣା ମେଷଲୋମର ଅଗ୍ରିମାଂଶ ତାହାକୁ ଦେବ।

Gade chapit la Kopi

ପବିତ୍ର ବାଇବଲ

4 ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର, ଆପଣା ତୈଳର, ଆପଣା ମେଷ ଲୋମର ପ୍ରଥମ ଭାଗ ଯାଜକଗଣଙ୍କୁ ନିଶ୍ଚିତ ଦେବ।

Gade chapit la Kopi




ଦ୍ଵିତୀୟ ବିବରଣ 18:4
10 Referans Kwoze  

ତୁମ୍ଭେମାନେ ଆପଣା ଆପଣା ନିବାସରୁ ଦୋଳନୀୟ ନୈବେଦ୍ୟାର୍ଥେ ଏକ ଐଫାର ଦୁଇ ଦଶମାଂଶର ଦୁଇ ରୁଟି ଆଣିବ; ତାହା ସରୁ ମଇଦାରେ ପ୍ରସ୍ତୁତ ହେବ ଓ ତାଡ଼ିରେ ରନ୍ଧନ କରାଯିବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଥମ ଫଳ ହେବ।


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ସେହି ଦେଶରେ ପ୍ରବେଶ କରି ଯେତେବେଳେ ତୁମ୍ଭେମାନେ ଶସ୍ୟ କାଟିବ, ସେତେବେଳେ ତୁମ୍ଭମାନଙ୍କର ପ୍ରଥମ କଟା ଶସ୍ୟର ଏକ ବିଡ଼ା ଯାଜକ ନିକଟକୁ ଆଣିବ।


ତୁମ୍ଭ ଭୂମିର ପ୍ରଥମଜାତ ଫଳ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କ ଗୃହକୁ ଆଣିବ। ତୁମ୍ଭେ ଛାଗବତ୍ସକୁ ତାହାର ମାତୃ ଦୁଗ୍ଧରେ ପାକ କରିବ ନାହିଁ।


ତୁମ୍ଭେ ଆପଣା ଶସ୍ୟର ପୂର୍ଣ୍ଣତାରୁ ଓ (ଫଳାଦିର) ରସରୁ ଉତ୍ସର୍ଗ କରିବାକୁ ବିଳମ୍ବ କରିବ ନାହିଁ। ତୁମ୍ଭେ ଆପଣା ପ୍ରଥମଜାତ ପୁତ୍ରମାନଙ୍କୁ ଆମ୍ଭଙ୍କୁ ଦେବ।


ତାହାର ନିଜ ଚକ୍ଷୁ ତାହାର ବିନାଶ ଦେଖୁ ଓ ସେ ସର୍ବଶକ୍ତିମାନଙ୍କ କ୍ରୋଧ ପାନ କରୁ।


ଆଉ କେବଳ ତାହା ନୁହେଁ, କିନ୍ତୁ ପ୍ରଥମ ଫଳ ସ୍ୱରୂପେ ଆତ୍ମାଙ୍କୁ ପାଇଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ନିଜେ ନିଜେ ମଧ୍ୟ ପୁତ୍ରତ୍ୱ, ଅର୍ଥାତ୍‍ ଆପଣା ଆପଣା ଶରୀରର ମୁକ୍ତି ନିମନ୍ତେ ଅପେକ୍ଷା କରୁ କରୁ ଆପଣା ଆପଣା ଅନ୍ତରରେ ଆର୍ତ୍ତନାଦ କରୁଅଛୁ।


Swiv nou:

Piblisite


Piblisite