Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 18:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କାରଣ ସଦାପ୍ରଭୁଙ୍କ ନାମରେ ସେବା କରିବାକୁ ନିତ୍ୟ ଠିଆ ହେବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ ବଂଶ ମଧ୍ୟରୁ ତାହାକୁ ଓ ତାହାର ସନ୍ତାନଗଣକୁ ମନୋନୀତ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କାରଣ ସଦାପ୍ରଭୁଙ୍କ ନାମରେ ସେବା କରିବାକୁ ନିତ୍ୟ ଠିଆ ହେବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ସମସ୍ତ ବଂଶ ମଧ୍ୟରୁ ତାହାକୁ ଓ ତାହାର ସନ୍ତାନଗଣକୁ ମନୋନୀତ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

5 କାରଣ ସଦାପ୍ରଭୁଙ୍କ ନାମରେ ସେବା କରିବାକୁ ନିତ୍ୟ ଠିଆ ହେବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ ବଂଶ ମଧ୍ୟରୁ ତାହାକୁ ଓ ତାହାର ସନ୍ତାନଗଣକୁ ମନୋନୀତ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

5 କାରଣ ସଦାପ୍ରଭୁଙ୍କ ନାମରେ ସେବା କରିବାକୁ ନିତ୍ୟ ଠିଆ ହେବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ ବଂଶଧର ମଧ୍ୟରୁ ତାହାକୁ ଓ ତାହାର ସନ୍ତାନଗଣକୁ ମନୋନୀତ କରିଅଛନ୍ତି।

Gade chapit la Kopi




ଦ୍ଵିତୀୟ ବିବରଣ 18:5
9 Referans Kwoze  

ସେହି ସମୟରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିବା ପାଇଁ, ସଦାପ୍ରଭୁଙ୍କ ସେବାକର୍ମ ପାଇଁ ତାହାଙ୍କ ଛାମୁରେ ଠିଆ ହେବାକୁ ଓ ତାହାଙ୍କ ନାମରେ ଆଶୀର୍ବାଦ କରିବାକୁ ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ଲେବୀୟମାନଙ୍କୁ ପୃଥକ କରିଅଛନ୍ତି।


ପୁଣି, ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ, ତହିଁରେ ସେମାନେ ଆପଣାମାନଙ୍କ ଯାଜକତ୍ୱ ପଦ ରକ୍ଷା କରିବେ ଓ ଅନ୍ୟ ବଂଶୀୟ ଯେକେହି ନିକଟବର୍ତ୍ତୀ ହେବ, ତାହାର ପ୍ରାଣଦଣ୍ଡ ହେବ।”


ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ସେବା କରିବା ପାଇଁ ସେହି ସ୍ଥାନରେ ଠିଆ ହେବା ଯାଜକର କି ବିଚାରକର୍ତ୍ତାର ବାକ୍ୟରେ କର୍ଣ୍ଣପାତ ନ କରି ଯେଉଁ ଲୋକ ଦୁଃସାହସରେ କର୍ମ କରେ, ସେହି ଲୋକ ହତ ହେବ; ପୁଣି ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଏହି ଦୁଷ୍ଟତା ଦୂର କରିବ।


ପୁଣି, ସେ କୋରହକୁ ଓ ତାହାର ଦଳସ୍ଥ ସମସ୍ତଙ୍କୁ କହିଲେ, “କିଏ ତାହାଙ୍କର ଲୋକ ଓ କିଏ ପବିତ୍ର, ଏହା ସଦାପ୍ରଭୁ କାଲି ଦେଖାଇବେ, ପୁଣି, ସେ ତାହାକୁ ଆପଣା ନିକଟକୁ ଆଣିବେ; ସେ ଯାହାକୁ ମନୋନୀତ କରିବେ, ତାହାକୁ ଆପଣା ନିକଟକୁ ଆଣିବେ।


ତହିଁରେ ତାହା ପ୍ରତି ଓ ତାହା ଉତ୍ତାରେ ତାହାର ସନ୍ତାନଗଣଙ୍କ ପ୍ରତି ଅନନ୍ତକାଳୀନ ଯାଜକତ୍ୱର ନିୟମ ହେବ; କାରଣ ସେ ଆପଣା ପରମେଶ୍ୱରଙ୍କ ପକ୍ଷରେ ଅନ୍ତର୍ଜ୍ୱାଳା ପ୍ରକାଶ କଲା ଓ ଇସ୍ରାଏଲ-ସନ୍ତାନଗଣଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲା।”


ପୁଣି, ହାରୋଣକୁ ଓ ତାହାର ପୁତ୍ରଗଣକୁ କଟିବନ୍ଧନ ପରିଧାନ କରାଇବ ଓ ସେମାନଙ୍କ ମସ୍ତକରେ ଶିରୋଭୂଷଣ ବାନ୍ଧିବ; ତହିଁରେ ସେମାନେ ଅନନ୍ତକାଳୀନ ବିଧି ଦ୍ୱାରା ଯାଜକତ୍ୱ ପଦ ପ୍ରାପ୍ତ ହେବେ। ଏହିରୂପେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ।


Swiv nou:

Piblisite


Piblisite