Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 18:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ ସମସ୍ତ ଇସ୍ରାଏଲ ମଧ୍ୟରେ ତୁମ୍ଭର କୌଣସି ନଗର-ଦ୍ୱାରରେ ଯେଉଁ ଲେବୀୟ ଲୋକ ପ୍ରବାସ କରେ, ସେ ଯଦି ଆପଣା ପ୍ରାଣର ସମ୍ପୂର୍ଣ୍ଣ ବାଞ୍ଛା ସହିତ ସଦାପ୍ରଭୁଙ୍କ ମନୋନୀତ ସ୍ଥାନକୁ ଆସିବ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ ସମସ୍ତ ଇସ୍ରାଏଲ ମଧ୍ୟରେ ତୁମ୍ଭର କୌଣସି ନଗରଦ୍ଵାରରେ ଯେଉଁ ଲେବୀୟ ଲୋକ ପ୍ରବାସ କରେ, ସେ ଯେବେ ଆପଣା ପ୍ରାଣର ସମ୍ପୂର୍ଣ୍ଣ ବାଞ୍ଛା ସହିତ ସଦାପ୍ରଭୁଙ୍କ ମନୋନୀତ ସ୍ଥାନକୁ ଆସିବ,

Gade chapit la Kopi

ଓଡିଆ ବାଇବେଲ

6 ଆଉ ସମସ୍ତ ଇସ୍ରାଏଲ ମଧ୍ୟରେ ତୁମ୍ଭର କୌଣସି ନଗରଦ୍ୱାରରେ ଯେଉଁ ଲେବୀୟ ଲୋକ ପ୍ରବାସ କରେ, ସେ ଯଦି ଆପଣା ପ୍ରାଣର ସମ୍ପୂର୍ଣ୍ଣ ବାଞ୍ଛା ସହିତ ସଦାପ୍ରଭୁଙ୍କ ମନୋନୀତ ସ୍ଥାନକୁ ଆସିବ,

Gade chapit la Kopi

ପବିତ୍ର ବାଇବଲ

6 “ସମସ୍ତ ଇସ୍ରାଏଲ ମଧ୍ୟରେ ତୁମ୍ଭର କୌଣସି ନଗରଦ୍ୱାରରେ ଯେଉଁ ଲେବୀୟ ଲୋକ ପ୍ରବାସ କରେ, ସେ ଯେବେ ଆପଣା ପ୍ରାଣର ସମ୍ପୂର୍ଣ୍ଣ ଇଚ୍ଛା ସହିତ ସଦାପ୍ରଭୁଙ୍କ ମନୋନୀତ ସ୍ଥାନକୁ ଆସିବ।

Gade chapit la Kopi




ଦ୍ଵିତୀୟ ବିବରଣ 18:6
14 Referans Kwoze  

ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ରଖିବା ନିମନ୍ତେ ତୁମ୍ଭମାନଙ୍କ ସମସ୍ତ ବଂଶ ମଧ୍ୟରୁ ଯେଉଁ ସ୍ଥାନ ମନୋନୀତ କରିବେ, ତାହାଙ୍କ ସେହି ନିବାସ ସ୍ଥାନ ତୁମ୍ଭେମାନେ ଅନ୍ୱେଷଣ କରିବ ଓ ସେହି ସ୍ଥାନକୁ ତୁମ୍ଭେ ଯିବ;


ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଥିବା ଈଶ୍ବରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଈଶ୍ବରଙ୍କ ଇଚ୍ଛାନୁଯାୟୀ ସ୍ୱଚ୍ଛନ୍ଦ ମନରେ, ଅନ୍ୟାୟ ଲାଭ ନିମନ୍ତେ ନୁହେଁ, କିନ୍ତୁ ଆଗ୍ରହ ସହକାରେ ତାହା କର;


ଏହି କଥା ସତ୍ୟ, କେହି ଯଦି ଅଧ୍ୟକ୍ଷ ପଦ ପାଇବାକୁ ଆକାଂକ୍ଷା କରନ୍ତି, ତେବେ ସେ ଉତ୍ତମ କାର୍ଯ୍ୟ ବାଞ୍ଛା କରନ୍ତି।


କାରଣ ସହସ୍ର ଦିନ ଅପେକ୍ଷା ତୁମ୍ଭ ପ୍ରାଙ୍ଗଣରେ ଏକ ଦିନ ଭଲ; ଦୁଷ୍ଟତାର ତମ୍ବୁରେ ବାସ କରିବା ଅପେକ୍ଷା ଆମ୍ଭ ପରମେଶ୍ୱରଙ୍କ ଗୃହରେ ଦ୍ୱାରୀ ହେବାର ବରଞ୍ଚ ଆମ୍ଭେ ଭଲ ଜାଣୁ।


ଯାହାର ବଳ ତୁମ୍ଭଠାରେ ଥାଏ, ଯାହାର ହୃଦୟରେ ସିୟୋନଗାମୀ ରାଜପଥ ଥାଏ, ସେ ଲୋକ ଧନ୍ୟ।


ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ୱେଷଣ କରିବି।


ହେ ସଦାପ୍ରଭୋ, ମୁଁ ତୁମ୍ଭର ନିବାସ-ଗୃହକୁ ଓ ତୁମ୍ଭ ଗୌରବର ବାସସ୍ଥାନକୁ ସ୍ନେହ କରେ।


ପୁଣି ସଦାପ୍ରଭୁ ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗୋମେଷାଦି ପଲରୁ ନିସ୍ତାରପର୍ବୀୟ ବଳିଦାନ କରିବ।


ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ବାସ କରିବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ତୁମ୍ଭେମାନେ ମୋହର ଆଜ୍ଞାନୁସାରେ ଆପଣା ଆପଣା ହୋମ-ନୈବେଦ୍ୟ ଓ ଆପଣା ଆପଣା ବଳିଦାନ, ଆପଣା ଆପଣା ଦଶମାଂଶ, ଆପଣା ଆପଣା ହସ୍ତର ଉତ୍ତୋଳନୀୟ ଉପହାର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମନାସିବାର ତୁମ୍ଭମାନଙ୍କ ସକଳ ମନୋନୀତ ମାନତ ଆଣିବ।


ତେବେ ସେହି ସ୍ଥାନରେ ସେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବାର ଆପଣା ସମସ୍ତ ଲେବୀୟ ଭାଇମାନଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମରେ ସେବା କରିବ।


ପୁଣି, ତୁମ୍ଭେମାନେ ନଗରର ବାହାରେ ତହିଁର ପୂର୍ବ ସୀମା ଦୁଇ ସହସ୍ର ହସ୍ତ, ଦକ୍ଷିଣ ସୀମା ଦୁଇ ସହସ୍ର ହସ୍ତ, ପଶ୍ଚିମ ସୀମା ଦୁଇ ସହସ୍ର ହସ୍ତ ଓ ଉତ୍ତର ସୀମା ଦୁଇ ସହସ୍ର ହସ୍ତ ପରିମିତ କରିବ; ନଗର ତହିଁର ମଧ୍ୟସ୍ଥଳରେ ରହିବ। ଏହା ସେମାନଙ୍କ ନଗରର ତଳିଭୂମି ହେବ।


ମାତ୍ର ସଦାପ୍ରଭୁ ତୁମ୍ଭ ବଂଶ ମଧ୍ୟରୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ଆପଣା ହୋମବଳିଦାନାଦି ଉତ୍ସର୍ଗ କରିବ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେଠାରେ କରିବ।


Swiv nou:

Piblisite


Piblisite