ଦ୍ଵିତୀୟ ବିବରଣ 19:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁମାନଙ୍କର ଦେଶ ଦେବେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେହି ଦେଶୀୟ ଲୋକମାନଙ୍କୁ ଉଚ୍ଛିନ୍ନ କଲେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରି ସେମାନଙ୍କ ନଗରରେ ଓ ସେମାନଙ୍କ ଗୃହରେ ବାସ କଲେ, Gade chapit laପବିତ୍ର ବାଇବଲ (Re-edited) - (BSI)1 ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭମାନଙ୍କୁ ଯେଉଁମାନଙ୍କର ଦେଶ ଦେବେ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସେହି ଦେଶୀୟ ଲୋକମାନଙ୍କୁ ଉଚ୍ଛିନ୍ନ କଲେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରି ସେମାନଙ୍କ ନଗରରେ ଓ ସେମାନଙ୍କ ଗୃହରେ ବାସ କଲେ, Gade chapit laଓଡିଆ ବାଇବେଲ1 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁମାନଙ୍କର ଦେଶ ଦେବେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେହି ଦେଶୀୟ ଲୋକମାନଙ୍କୁ ଉଚ୍ଛିନ୍ନ କଲେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରି ସେମାନଙ୍କ ନଗରରେ ଓ ସେମାନଙ୍କ ଗୃହରେ ବାସ କଲେ, Gade chapit laପବିତ୍ର ବାଇବଲ1 “ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ ତାହା ଅନ୍ୟ ଦେଶୀୟମାନଙ୍କର ଅଟେ। ସଦାପ୍ରଭୁ ସେହି ଜାତିମାନଙ୍କୁ ଧ୍ୱଂସ କରିବେ। ତୁମ୍ଭେମାନେ ସେହିଠାରେ ବାସ କରିବ। ତୁମ୍ଭେମାନେ ତାଙ୍କର ଗୃହ ଓ ସହରଗୁଡ଼ିକ ଅଧିକାର କରିବ। ଏବଂ ଏଗୁଡ଼ିକ ହେବାପରେ, Gade chapit la |