ଦ୍ଵିତୀୟ ବିବରଣ 19:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମାତ୍ର କେହି ଯେବେ ଆପଣା ପ୍ରତିବାସୀକୁ ହିଂସା କରି ତାହା ପାଇଁ ଛକି ବସେ ଓ ତାହାର ପ୍ରତିକୂଳରେ ଉଠି ତାହାକୁ ପ୍ରାଣରେ ମାରେ ଓ ସେ ମରନ୍ତେ, ଏହି ନଗରମାନ ମଧ୍ୟରୁ କୌଣସି ଏକ ନଗରକୁ ପଳାଏ; Gade chapit laପବିତ୍ର ବାଇବଲ (Re-edited) - (BSI)11 ମାତ୍ର କେହି ଯେବେ ଆପଣା ପ୍ରତିବାସୀକି ହିଂସା କରି ତାହା ପାଇଁ ଛକି ବସେ ଓ ତାହାର ପ୍ରତିକୂଳରେ ଉଠି ତାହାକୁ ପ୍ରାଣରେ ମାରେ ଓ ସେ ମରନ୍ତେ, ଏହି ନଗରମାନ ମଧ୍ୟରୁ କୌଣସି ଏକ ନଗରକୁ ପଳାଏ; Gade chapit laଓଡିଆ ବାଇବେଲ11 ମାତ୍ର କେହି ଯେବେ ଆପଣା ପ୍ରତିବାସୀକୁ ହିଂସା କରି ତାହା ପାଇଁ ଛକି ବସେ ଓ ତାହାର ପ୍ରତିକୂଳରେ ଉଠି ତାହାକୁ ପ୍ରାଣରେ ମାରେ ଓ ସେ ମରନ୍ତେ, ଏହି ନଗରମାନ ମଧ୍ୟରୁ କୌଣସି ଏକ ନଗରକୁ ପଳାଏ; Gade chapit laପବିତ୍ର ବାଇବଲ11 “ଏହା ଏପରି ହୋଇପାରେ ଯେ, କେହି ଜଣେ ଲୁଚି ରହିବ ଏବଂ ଫାନ୍ଦରେ ପକାଇବା ପାଇଁ ଅପେକ୍ଷା କରିବ, ଯାହାକୁ ସେ ଘୃଣା କରେ ତାକୁ ହତ୍ୟା କରିବାକୁ ଏବଂ ତାକୁ ହତ୍ୟା କରିବା ପରେ, ଧରାଯାଉ ସେ ସେହି ନଗରମାନଙ୍କରୁ ଏକ ନଗରକୁ ଦୌଡ଼େ ଓ ଏକ ନିରାପଦ ନଗରରେ ରହେ। Gade chapit la |