Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 19:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତେବେ ତାହାର ନଗରସ୍ଥ ପ୍ରାଚୀନମାନେ ଲୋକ ପଠାଇ ସେସ୍ଥାନରୁ ତାହାକୁ ଅଣାଇବେ ଓ ତାହାକୁ ବଧ କରିବା ପାଇଁ ରକ୍ତର ପ୍ରତିହନ୍ତା ହସ୍ତରେ ସମର୍ପଣ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତେବେ ତାହାର ନଗରସ୍ଥ ପ୍ରାଚୀନମାନେ ଲୋକ ପଠାଇ ସେସ୍ଥାନରୁ ତାହାକୁ ଅଣାଇବେ ଓ ତାହାକୁ ବଧ କରିବା ପାଇଁ ରକ୍ତର ପ୍ରତିହନ୍ତା ହସ୍ତରେ ସମର୍ପଣ କରିବେ।

Gade chapit la Kopi

ଓଡିଆ ବାଇବେଲ

12 ତେବେ ତାହାର ନଗରସ୍ଥ ପ୍ରାଚୀନମାନେ ଲୋକ ପଠାଇ ସେସ୍ଥାନରୁ ତାହାକୁ ଅଣାଇବେ ଓ ତାହାକୁ ବଧ କରିବା ପାଇଁ ରକ୍ତର ପ୍ରତିହନ୍ତା ହସ୍ତରେ ସମର୍ପଣ କରିବେ।

Gade chapit la Kopi

ପବିତ୍ର ବାଇବଲ

12 ଯଦି ଏପରି ଘଟେ, ତେବେ ତା'ର ନଗରର ପ୍ରାଚୀନମାନେ ତାକୁ ଡାକି ପଠାଇବେ ଏବଂ ତାକୁ ଫେରାଇ ଆଣିବେ। ଏବଂ ତାହାକୁ ହତ୍ୟା କରିବା ପାଇଁ ରକ୍ତର ପ୍ରତିହନ୍ତାର ହସ୍ତରେ ସମର୍ପଣ କରିବେ। ଏବଂ ତାକୁ ହତ୍ୟା କରାଯିବା ଉଚିତ୍।

Gade chapit la Kopi




ଦ୍ଵିତୀୟ ବିବରଣ 19:12
8 Referans Kwoze  

ମାତ୍ର ଯଦି କେହି ଛଳନା ପୂର୍ବକ ଆପଣା ପ୍ରତିବାସୀକୁ ବଧ କରିବାକୁ ଦୁଃସାହସ କରେ, ତେବେ ତୁମ୍ଭେ ତାହାର ପ୍ରାଣଦଣ୍ଡ କରିବା ନିମନ୍ତେ ଆମ୍ଭ ବେଦି ନିକଟରୁ ତାହାକୁ ନେଇଯିବ।


ମାତ୍ର କେହି ଯେବେ ଆପଣା ପ୍ରତିବାସୀକୁ ହିଂସା କରି ତାହା ପାଇଁ ଛକି ବସେ ଓ ତାହାର ପ୍ରତିକୂଳରେ ଉଠି ତାହାକୁ ପ୍ରାଣରେ ମାରେ ଓ ସେ ମରନ୍ତେ, ଏହି ନଗରମାନ ମଧ୍ୟରୁ କୌଣସି ଏକ ନଗରକୁ ପଳାଏ;


ତୁମ୍ଭର ଚକ୍ଷୁ ତାହାକୁ ଦୟା କରିବ ନାହିଁ, ମାତ୍ର ତୁମ୍ଭେ ଇସ୍ରାଏଲ ମଧ୍ୟରୁ ନିର୍ଦ୍ଦୋଷ ରକ୍ତପାତର ଅପରାଧ ଦୂର କରିବ, ତହିଁରେ ତୁମ୍ଭର ମଙ୍ଗଳ ହେବ।


ଏବେ ଦେଖନ୍ତୁ, ସମୁଦାୟ ଗୋଷ୍ଠୀ ଆପଣଙ୍କ ଦାସୀ ବିରୁଦ୍ଧରେ ଉଠି କହୁଛନ୍ତି, ‘ଆପଣା ଭାଇକୁ ଯେ ମାରିଲା, ତାହାକୁ ସମର୍ପଣ କର, ତହିଁରେ ଆମ୍ଭେମାନେ ତାହାର ହତ ଭାଇର ପ୍ରାଣ ବଦଳେ ତାହାର ପ୍ରାଣ ନେବୁ,’ ପୁଣି ଉତ୍ତରାଧିକାରୀଙ୍କୁ ମଧ୍ୟ ଉଚ୍ଛିନ୍ନ କରିବୁ; ଏହା କଲେ ସେମାନେ ମୋର ବାକି ଥିବା ନିଆଁ ଲିଭାଇ ଦେବେ ଓ ପୃଥିବୀରୁ ମୋʼ ସ୍ୱାମୀର ନାମ ଓ ଅବଶିଷ୍ଟ କିଛି ରଖିବେ ନାହିଁ।”


ପୁଣି, ଆମ୍ଭେ ତୁମ୍ଭମାନଙ୍କ ଜୀବନରୂପ ରକ୍ତପାତର ପରିଶୋଧ ନିତାନ୍ତ ନେବା; ପ୍ରତ୍ୟେକ ପଶୁଠାରୁ ହେଉ କି ମନୁଷ୍ୟଠାରୁ ହେଉ, ତାହାରି ପରିଶୋଧ ନେବା; ଆମ୍ଭେ ପ୍ରତ୍ୟେକ ମନୁଷ୍ୟର ଭ୍ରାତାଠାରୁ ମନୁଷ୍ୟର ପ୍ରାଣର ପରିଶୋଧ ନେବା।


“ଯେକେହି ଆପଣା ପ୍ରତିବାସୀକୁ ଗୋପନରେ ବଧ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।


Swiv nou:

Piblisite


Piblisite