Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 19:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଯେବେ ଅଧର୍ମୀ ସାକ୍ଷୀ କାହାରି ବିରୁଦ୍ଧରେ ଉଠି ଅବିଧି କାର୍ଯ୍ୟ ବିଷୟରେ ସାକ୍ଷ୍ୟ ଦିଏ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଯେବେ ଅଧର୍ମୀ ସାକ୍ଷୀ କାହାରି ବିରୁଦ୍ଧରେ ଉଠି ଅବିଧି କାର୍ଯ୍ୟ ବିଷୟରେ ସାକ୍ଷ୍ୟ ଦିଏ,

Gade chapit la Kopi

ଓଡିଆ ବାଇବେଲ

16 ଯେବେ ଅଧର୍ମୀ ସାକ୍ଷୀ କାହାରି ବିରୁଦ୍ଧରେ ଉଠି ଅବିଧି କାର୍ଯ୍ୟ ବିଷୟରେ ସାକ୍ଷ୍ୟ ଦିଏ,

Gade chapit la Kopi

ପବିତ୍ର ବାଇବଲ

16 “ଧରାଯାଉ ଜଣେ ଅଧର୍ମୀ ଲୋକ ତା’ ବିରୁଦ୍ଧରେ ମିଥ୍ୟା ସାକ୍ଷୀ ଦେବା ପାଇଁ ଛିଡ଼ା ହୁଏ।

Gade chapit la Kopi




ଦ୍ଵିତୀୟ ବିବରଣ 19:16
9 Referans Kwoze  

ମୋʼ ବିପକ୍ଷଗଣର ବାଞ୍ଛାରେ ମୋତେ ସମର୍ପଣ କର ନାହିଁ; କାରଣ ମିଥ୍ୟାସାକ୍ଷୀମାନେ ଓ ନିଷ୍ଠୁରତାରୂପ ନିଶ୍ୱାସ ମାରିବା ଲୋକେ ମୋʼ ବିରୁଦ୍ଧରେ ଉଠିଅଛନ୍ତି।


ଅନ୍ୟାୟ ସାକ୍ଷୀମାନେ ଉଠୁଅଛନ୍ତି; ସେମାନେ ଆମ୍ଭର ଅଜ୍ଞାତ ବିଷୟ ଆମ୍ଭକୁ ପଚାରୁଅଛନ୍ତି।


ଆଉ ମିଥ୍ୟାସାକ୍ଷୀମାନଙ୍କୁ ଠିଆ କରାଇଲେ; ସେମାନେ କହିଲେ, ଏ ଲୋକଟା ଏହି ପବିତ୍ର ସ୍ଥାନ ଓ ମୋଶାଙ୍କ ଦତ୍ତ ନିୟମ ବିରୁଦ୍ଧରେ କଥା କହିବାକୁ ବନ୍ଦ କରୁ ନାହିଁ,


ବିଶ୍ୱସ୍ତ ସାକ୍ଷୀ ମିଥ୍ୟା କହେ ନାହିଁ; କିନ୍ତୁ ଅସତ୍ୟ ସାକ୍ଷୀ ମିଥ୍ୟା ଉଚ୍ଚାରଣ କରେ।


ମିଥ୍ୟାସାକ୍ଷୀ ଅଦଣ୍ଡିତ ନୋହିବ; ପୁଣି, ମିଥ୍ୟାବାଦୀ ରକ୍ଷା ପାଇବ ନାହିଁ।


କିଅବା ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବ ନାହିଁ।


Swiv nou:

Piblisite


Piblisite