Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 19:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତହୁଁ ବିଚାରକର୍ତ୍ତାମାନେ ଯତ୍ନପୂର୍ବକ ଅନୁସନ୍ଧାନ କରିବେ; ଆଉ ଦେଖ, ସେ ସାକ୍ଷୀ ଯେବେ ମିଥ୍ୟାସାକ୍ଷୀ ଓ ଆପଣା ଭାଇ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେଇଥାଏ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ତହୁଁ ବିଚାରକର୍ତ୍ତାମାନେ ଯନିପୂର୍ବକ ଅନୁସନ୍ଧାନ କରିବେ; ଆଉ ଦେଖ, ସେ ସାକ୍ଷୀ ଯେବେ ମିଥ୍ୟାସାକ୍ଷୀ ଓ ଆପଣା ଭାଇ ବିରୁଦ୍ଧରେ ମିଥ୍ୟାସାକ୍ଷ୍ୟ ଦେଇଥାଏ;

Gade chapit la Kopi

ଓଡିଆ ବାଇବେଲ

18 ତହୁଁ ବିଚାରକର୍ତ୍ତାମାନେ ଯତ୍ନପୂର୍ବକ ଅନୁସନ୍ଧାନ କରିବେ; ଆଉ ଦେଖ, ସେ ସାକ୍ଷୀ ଯେବେ ମିଥ୍ୟାସାକ୍ଷୀ ଓ ଆପଣା ଭାଇ ବିରୁଦ୍ଧରେ ମିଥ୍ୟାସାକ୍ଷ୍ୟ ଦେଇଥାଏ;

Gade chapit la Kopi

ପବିତ୍ର ବାଇବଲ

18 ବିଗ୍ଭରକର୍ତ୍ତାମାନେ ନିଶ୍ଚୟ ପୁଙ୍ଖାନୁପୁଙ୍ଖ ଭାବରେ ତଦନ୍ତ କରିବେ। ସଠିକ୍ ଭାବରେ ଅନୁସନ୍ଧାନ କରିବେ। ଆଉ ଯଦି ସେମାନେ ଦେଖିଲେ ସେହି ଲୋକ ମିଥ୍ୟା ସାକ୍ଷ୍ୟ ଦେଇଛି,

Gade chapit la Kopi




ଦ୍ଵିତୀୟ ବିବରଣ 19:18
7 Referans Kwoze  

ତେବେ, ତାହା ତୁମ୍ଭକୁ କୁହାଗଲେ ଓ ତୁମ୍ଭେ ତାହା ଶୁଣିଲେ, ତାହା ଭଲ ରୂପେ ବୁଝିବ; ଆଉ ଦେଖ, ଯଦି ତାହା ସତ୍ୟ, ପୁଣି କଥା ନିଶ୍ଚିତ ହୁଏ ଯେ, ଇସ୍ରାଏଲ ମଧ୍ୟରେ ଏରୂପ ଘୃଣ୍ୟ କର୍ମ କରାଯାଇଅଛି;


ତେବେ ତୁମ୍ଭେ ବୁଝିବ ଓ ଖୋଜିବ ଓ ଭଲ ରୂପେ ପଚାରିବ ଆଉ ଦେଖ, ଯେବେ ତାହା ସତ୍ୟ, ପୁଣି କଥା ନିଶ୍ଚିତ ହୁଏ ଯେ, ତୁମ୍ଭ ମଧ୍ୟରେ ଏରୂପ ଘୃଣ୍ୟ କର୍ମ କରାଯାଇଅଛି;


ମୁଁ ଆପଣା ଦାସକୁ ଡାକିଲେ ଓ ନିଜ ମୁଖରେ ବିନତି କଲେ ହେଁ ସେ ମୋତେ ଉତ୍ତର ଦିଏ ନାହିଁ।


ମନୁଷ୍ୟମାନଙ୍କ ମଧ୍ୟରେ ବିବାଦ ଉପସ୍ଥିତ ହେଲେ, ଯଦି ସେମାନେ ବିଚାରାର୍ଥେ ଆସନ୍ତି ଓ ବିଚାରକର୍ତ୍ତାମାନେ ସେମାନଙ୍କ ବିଚାର କରନ୍ତି; ତେବେ ସେମାନେ ନିର୍ଦ୍ଦୋଷକୁ ନିର୍ଦ୍ଦୋଷ ଓ ଦୋଷୀକୁ ଦୋଷୀ କରିବେ।


ମୋʼ ବିପକ୍ଷଗଣର ବାଞ୍ଛାରେ ମୋତେ ସମର୍ପଣ କର ନାହିଁ; କାରଣ ମିଥ୍ୟାସାକ୍ଷୀମାନେ ଓ ନିଷ୍ଠୁରତାରୂପ ନିଶ୍ୱାସ ମାରିବା ଲୋକେ ମୋʼ ବିରୁଦ୍ଧରେ ଉଠିଅଛନ୍ତି।


ଏଥିଉତ୍ତାରେ ରାଜା ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କର ଅପବାଦକାରୀମାନଙ୍କୁ ଆଣି, ସେମାନଙ୍କୁ, ସେମାନଙ୍କର ବାଳକ ଓ ସେମାନଙ୍କର ସ୍ତ୍ରୀମାନଙ୍କୁ ସିଂହମାନଙ୍କ ଗର୍ତ୍ତରେ ପକାଇଲେ; ପୁଣି, ସେମାନେ ଗର୍ତ୍ତର ତଳଭାଗରେ ନ ପଡ଼ୁଣୁ ସିଂହମାନେ ସେମାନଙ୍କୁ ଆକ୍ରମଣ କରି ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କଲେ।


Swiv nou:

Piblisite


Piblisite