Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 19:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତୁମ୍ଭର ଚକ୍ଷୁ ଦୟା କରିବ ନାହିଁ; ପ୍ରାଣ ପରିଶୋଧରେ ପ୍ରାଣ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦନ୍ତ ପରିଶୋଧରେ ଦନ୍ତ, ହସ୍ତ ପରିଶୋଧରେ ହସ୍ତ, ପାଦ ପରିଶୋଧରେ ପାଦ ନିଆଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତୁମ୍ଭର ଚକ୍ଷୁ ଦୟା କରିବ ନାହିଁ; ପ୍ରାଣ ପରିଶୋଧରେ ପ୍ରାଣ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦ; ପରିଶୋଧରେ ଦନ୍ତ, ହସ୍ତ ପରିଶୋଧରେ ହସ୍ତ, ପାଦ ପରିଶୋଧରେ ପାଦ ନିଆଯିବ।

Gade chapit la Kopi

ଓଡିଆ ବାଇବେଲ

21 ତୁମ୍ଭର ଚକ୍ଷୁ ଦୟା କରିବ ନାହିଁ; ପ୍ରାଣ ପରିଶୋଧରେ ପ୍ରାଣ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦନ୍ତ ପରିଶୋଧରେ ଦନ୍ତ, ହସ୍ତ ପରିଶୋଧରେ ହସ୍ତ, ପାଦ ପରିଶୋଧରେ ପାଦ ନିଆଯିବ।

Gade chapit la Kopi

ପବିତ୍ର ବାଇବଲ

21 “ସେହି ଲୋକମାନଙ୍କୁ ଦଣ୍ତଦେବା ସମୟରେ ତୁମ୍ଭେମାନେ ଦୁଃଖ କରିବା ଉଚିତ୍ ନୁହଁ। ଯଦି କେହି ଜଣେ ଅନ୍ୟ ଜୀବନ ନେଇ ଥାଏ ତେବେ ତାକୁ ତାହାର ଜୀବନ ଦେବା ଉଚିତ୍। ନିୟମ ଏପରି ହେବ, ଆଖି ପାଇଁ ଆଖି ଦେବାକୁ ପଡ଼ିବ, ଦାନ୍ତ ପାଇଁ ଦାନ୍ତ ଦେବାକୁ ପଡ଼ିବ, ହାତ ବଦଳରେ ହାତ ଓ ଗୋଡ଼ ବଦଳରେ ଗୋଡ଼ ଦେବାକୁ ପଡ଼ିବ।

Gade chapit la Kopi




ଦ୍ଵିତୀୟ ବିବରଣ 19:21
4 Referans Kwoze  

ତୁମ୍ଭର ଚକ୍ଷୁ ତାହାକୁ ଦୟା କରିବ ନାହିଁ, ମାତ୍ର ତୁମ୍ଭେ ଇସ୍ରାଏଲ ମଧ୍ୟରୁ ନିର୍ଦ୍ଦୋଷ ରକ୍ତପାତର ଅପରାଧ ଦୂର କରିବ, ତହିଁରେ ତୁମ୍ଭର ମଙ୍ଗଳ ହେବ।


Swiv nou:

Piblisite


Piblisite