ଦ୍ଵିତୀୟ ବିବରଣ 19:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ନୋହିଲେ ରକ୍ତର ପ୍ରତିହନ୍ତା ତପ୍ତଚିତ୍ତ ହୋଇ ନରହତ୍ୟାକାରୀର ପଛେ ଗୋଡ଼ାଇ ଦୂର ପଥ ସକାଶୁ ତାହାକୁ ଧରି ପ୍ରାଣରେ ମାରି ପକାଇବ; ମାତ୍ର ସେ ଲୋକ ପ୍ରାଣଦଣ୍ଡ ଯୋଗ୍ୟ ନୁହେଁ, କାରଣ ସେ ପୂର୍ବେ ତାହାକୁ ହିଂସା କରି ନ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)6 ନୋହିଲେ ରକ୍ତର ପ୍ରତିହନ୍ତା ତପ୍ତଚିତ୍ତ ହୋଇ ନରହତ୍ୟାକାରୀର ପଛେ ଗୋଡ଼ାଇ ଦୂର ପଥ ସକାଶୁ ତାହାକୁ ଧରି ପ୍ରାଣରେ ମାରି ପକାଇବ; ମାତ୍ର ସେ ଲୋକ ପ୍ରାଣଦଣ୍ତ ଯୋଗ୍ୟ ନୁହେଁ , କାରଣ ସେ ପୂର୍ବେ ତାହାକୁ ହିଂସା କରି ନ ଥିଲା। Gade chapit laଓଡିଆ ବାଇବେଲ6 ନୋହିଲେ ରକ୍ତର ପ୍ରତିହନ୍ତା ତପ୍ତଚିତ୍ତ ହୋଇ ନରହତ୍ୟାକାରୀର ପଛେ ଗୋଡ଼ାଇ ଦୂର ପଥ ସକାଶୁ ତାହାକୁ ଧରି ପ୍ରାଣରେ ମାରି ପକାଇବ; ମାତ୍ର ସେ ଲୋକ ପ୍ରାଣଦଣ୍ଡ ଯୋଗ୍ୟ ନୁହେଁ, କାରଣ ସେ ପୂର୍ବେ ତାହାକୁ ହିଂସା କରି ନ ଥିଲା। Gade chapit laପବିତ୍ର ବାଇବଲ6 ଯଦି ନଗରଟି ସେଠାରୁ ବହୁତ ଦୂରରେ ଥାଏ। ଯଦି ସେଠାକୁ ଶୀଘ୍ର ଦୌଡ଼ି ନ ଯାଇପାରେ ତେବେ ରକ୍ତର ପ୍ରତିହନ୍ତା ତପ୍ତତିତ୍ତ ହୋଇ ନରହତ୍ୟା କାରୀର ପଛେ ଗୋଡ଼ାଇ ଦୂରପଥ ସକାଶୁ ତାହାକୁ ଧରି ଜୀବନରେ ମାରି ଦେବ। ମାତ୍ର ସେହି ଲୋକ ପ୍ରାଣଦଣ୍ତ ଯୋଗ୍ୟ ନୁହେଁ। କାରଣ ତାହା ପୂର୍ବରୁ ତାହାକୁ ହିଂସା କରୁ ନ ଥିଲା। Gade chapit la |
ଏବେ ଦେଖନ୍ତୁ, ସମୁଦାୟ ଗୋଷ୍ଠୀ ଆପଣଙ୍କ ଦାସୀ ବିରୁଦ୍ଧରେ ଉଠି କହୁଛନ୍ତି, ‘ଆପଣା ଭାଇକୁ ଯେ ମାରିଲା, ତାହାକୁ ସମର୍ପଣ କର, ତହିଁରେ ଆମ୍ଭେମାନେ ତାହାର ହତ ଭାଇର ପ୍ରାଣ ବଦଳେ ତାହାର ପ୍ରାଣ ନେବୁ,’ ପୁଣି ଉତ୍ତରାଧିକାରୀଙ୍କୁ ମଧ୍ୟ ଉଚ୍ଛିନ୍ନ କରିବୁ; ଏହା କଲେ ସେମାନେ ମୋର ବାକି ଥିବା ନିଆଁ ଲିଭାଇ ଦେବେ ଓ ପୃଥିବୀରୁ ମୋʼ ସ୍ୱାମୀର ନାମ ଓ ଅବଶିଷ୍ଟ କିଛି ରଖିବେ ନାହିଁ।”