Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 19:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏନିମନ୍ତେ ମୁଁ ତୁମ୍ଭକୁ ଆପଣା ନିମନ୍ତେ ତିନୋଟି ନଗର ପୃଥକ କରିବାକୁ କହି ଆଜ୍ଞା ଦେଉଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏନିମନ୍ତେ ମୁଁ ତୁମ୍ଭକୁ ଆପଣା ନିମନ୍ତେ ତିନୋଟି ନଗର ପୃଥକ କରିବାକୁ କହି ଆଜ୍ଞା ଦେଉଅଛି।

Gade chapit la Kopi

ଓଡିଆ ବାଇବେଲ

7 ଏନିମନ୍ତେ ମୁଁ ତୁମ୍ଭକୁ ଆପଣା ନିମନ୍ତେ ତିନୋଟି ନଗର ପୃଥକ କରିବାକୁ କହି ଆଜ୍ଞା ଦେଉଅଛି।

Gade chapit la Kopi

ପବିତ୍ର ବାଇବଲ

7 ଏଥିପାଇଁ ମୁଁ ତୁମ୍ଭକୁ ଆପଣା ନିମନ୍ତେ ତିନୋଟି ପୃଥକ ନଗର ବାଛିବାକୁ କହୁଅଛି, ଯେଉଁ ନଗରୀଗୁଡ଼ିକ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବ।

Gade chapit la Kopi




ଦ୍ଵିତୀୟ ବିବରଣ 19:7
5 Referans Kwoze  

ନୋହିଲେ ରକ୍ତର ପ୍ରତିହନ୍ତା ତପ୍ତଚିତ୍ତ ହୋଇ ନରହତ୍ୟାକାରୀର ପଛେ ଗୋଡ଼ାଇ ଦୂର ପଥ ସକାଶୁ ତାହାକୁ ଧରି ପ୍ରାଣରେ ମାରି ପକାଇବ; ମାତ୍ର ସେ ଲୋକ ପ୍ରାଣଦଣ୍ଡ ଯୋଗ୍ୟ ନୁହେଁ, କାରଣ ସେ ପୂର୍ବେ ତାହାକୁ ହିଂସା କରି ନ ଥିଲା।


ଆଉ ମୁଁ ଆଜି ତୁମ୍ଭକୁ ଯେଉଁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେ ତାହାସବୁ ପାଳନ କରି ଯାବଜ୍ଜୀବନ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କଲେ ଓ ତାହାଙ୍କ ପଥରେ ଚାଲିଲେ,


ଯଦି କୌଣସି ମନୁଷ୍ୟ କାହାକୁ ମାରିବାକୁ ଚେଷ୍ଟା କରେ ନାହିଁ, ମାତ୍ର ପରମେଶ୍ୱରଙ୍କ ଇଚ୍ଛାରେ ତାହାର ହସ୍ତ ଦ୍ୱାରା ତାହାର ମୃତ୍ୟୁୁ ହୁଏ, ତେବେ ଯେଉଁ ସ୍ଥାନକୁ ସେ ପଳାଇ ପାରେ, ଏପରି ସ୍ଥାନ ଆମ୍ଭେ ତୁମ୍ଭ ପାଇଁ ନିରୂପଣ କରିବା।


ଏଥିଉତ୍ତାରେ ମୁଁ ସେହି ସମୟରେ ତୁମ୍ଭମାନଙ୍କୁ ଆଜ୍ଞା ଦେଇ କହିଲି, “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି; ତୁମ୍ଭମାନଙ୍କ ମଧ୍ୟରୁ ସମସ୍ତ ବୀରପୁରୁଷ ସସଜ୍ଜ ହୋଇ ତୁମ୍ଭମାନଙ୍କ ଭ୍ରାତୃଗଣ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପାର ହୋଇଯିବେ।


ଏଥିଉତ୍ତାରେ ମୋଶା ହତ୍ୟାକାରୀର ଆଶ୍ରୟ ନିମନ୍ତେ ଯର୍ଦ୍ଦନର ସୂର୍ଯ୍ୟୋଦୟ ଦିଗସ୍ଥିତ କୂଳରେ ତିନୋଟି ନଗର ନିର୍ଣ୍ଣୟ କଲେ।


Swiv nou:

Piblisite


Piblisite